ମେଟ୍ରୋ

୭ ଆନ୍ତଃରାଜ୍ୟ ସାଇବର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୩୦।୬(ବ୍ୟୁରୋ):କମିଶନରେଟ୍‌ ପୋଲିସ ଏକ ବଡ଼ ଆନ୍ତଃରାଜ୍ୟ ସାଇବର ଠକ ଗ୍ୟାଙ୍ଗର ରହସ୍ୟ ଉନ୍ମୋଚନ କରିଛି ା ସାଇବର ଠକେଇ ଲିଙ୍କ୍‌ ଖୋଜୁ ଖୋଜୁ ମିଳିଛି ବଡ଼ ଧରଣର ଟେଲିକମ୍‌ ସ୍କାମ୍‌। କେତେକ ସର୍ଭିସ ପ୍ରୋଭାଇଡର ବେଆଇନ ଭାବେ ସିମ୍‌ ଆକ୍ଟିଭେଟ କରି…

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର

ଭୁବନେଶ୍ୱର,୩୦।୬(ବ୍ୟୁରୋ):କରୋନା କଟକଣା ଭିତରେ ଓଡ଼ିଶାରୁ ଟ୍ରେନ୍‌ରେ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ। ଏହି କାରବାରରେ ସମ୍ପୃକ୍ତ ହେଉଛନ୍ତି କିନ୍ନର। ସୋମବାର ଗୁଜରାଟର ସୁରଟକୁ ଚାଲାଣବେଳେ ଆର୍‌ପିଏଫ୍‌ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ଭୁବନେଶ୍ୱର ରେଳ ଷ୍ଟେଶନରେ ଚଢାଉ କରି ଦୁଇ ଚାଲାଣକାରୀ…

ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି ରହିଛି। ହେଲେ ଲକ୍‌ଡାଉନ୍‌ ହେଉ କି ସପ୍ତାହାନ୍ତ ଶଟ୍‌ଡାଉନ୍‌, ସବୁ ସମୟରେ ରାଜଧାନୀରେ ମଦ…

ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୁରେଶ ରାଜଭବନ ଯାଇ…

ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ ରାଜ୍ୟବ୍ୟାପୀ…

ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍‌-୪ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ…

ନୂଆ ବନ୍ଦର ବିଲ୍‌କୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍‌ -୨୦୨୧ ଚିଠା (ଡ୍ରାଫ୍ଟ) ପ୍ରସ୍ତୁତ କରିଛନ୍ତି। ଏହା ଉପରେ ମତାମତ ଦେବାକୁ ବନ୍ଦର, ଜାହାଜ…

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ଅବସରରେ ମଙ୍ଗଳବାର ସେ ସଂକ୍ରମଣ ହାର ଅଧିକ ଥିବା ଜିଲାରେ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା…

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ ସମ୍ବାଦ…

ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି। ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ।…

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି ୪୦…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?