ମେଟ୍ରୋ

ଟିକା ଅନୁପାତ ୯୫:୫ ରହୁ

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ…

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି…

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ଶନିବାର ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନାଯୋଗ୍ୟ, କୋଭିଡ୍‌…

କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଦେବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ…

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ ସେ…

ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି ମିଳିଛି। ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାର…

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍‌ଡିଙ୍କୁ ଗିରଫ କରି କୋର୍ଟ…

ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍‌ ବସିଛି। ମହିଳା ଜଣକ ୨ ମାସ ହେବ ଥାନାକୁ…

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍‌…

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର…

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?