୧୬ ନଂ. ଏନ୍ଏଚ୍ରେ ଲାଗିବ ଇଣ୍ଟେଲିଜେନ୍ସ କ୍ୟାମେରା
ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ। ପୂର୍ବରୁ ସପ୍ତାହେ ବ୍ୟାପୀ ଚାଲୁଥିବା ଏହି କାର୍ଯ୍ୟକ୍ରମ ଏଥର ମାସେ ଯାଏ ଚାଲିବ। ରାଜ୍ୟରେ ଯାନବାହନ ଦୁର୍ଘଟଣାକୁ ହ୍ରାସ କରିବାକୁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମୋଟରସାଇକେଲ ଚାଳକ ଓ...
ଦ୍ୱିତୀୟ ଦିନରେ ଟିକା ନେଲେ ୩୦,୧୬୧
ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ସୁରୁଖୁରୁରେ ଚାଲିଛି। ଇତିମଧ୍ୟରେ ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଥିବାବେଳେ ସୋମବାର ଦ୍ୱିତୀୟ ଦିନରେ ୩୮୦ ସେସନରେ ପ୍ରାୟ ୩୦,୧୬୧ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାକରଣ କରାଯାଇଛି। ମୋଟ ୩୧,୯୦୨ଜଣଙ୍କୁ ଟିକା ପ୍ରଦାନ ଲକ୍ଷ୍ୟ ରଖାଯାଇଥିଲାବେଳେ ୯୫...
ରେଳ ପ୍ରକଳ୍ପ: ଓଡ଼ିଶାର ଦାବି ୭,୨୦୦ କୋଟି
ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ର ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଆସନ୍ତା ବଜେଟରେ ଓଡ଼ିଶାରେ ଚାଲୁ ରହିଥିବା ତଥା ନୂତନ ଭାବେ ନିଆଯାଇଥିବା ବିଭିନ୍ନ ରେଳ ପ୍ରକଳ୍ପ ପାଇଁ ୭,୨୦୦ କୋଟି ଟଙ୍କାର ବ୍ୟବସ୍ଥା କରିବାକୁ...
ଚଣ୍ଡୀପ୍ରସାଦ ହେବେ ଭାରତୀୟ ସେନା ଉପମୁଖ୍ୟ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର, ୧୯।୧ (ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଆରବିଆଇ ଗଭର୍ନର ଶଶିକାନ୍ତ ଦାସ, ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଭଳି ଆଉ ଜଣେ ଓଡ଼ିଆ ଜାତୀୟ...
ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
୧୬ ନଂ ଜାତୀୟ ରାଜପଥରେ ଲାଗିବ ସିସିଟିଭି: ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ଅମାନିଆଙ୍କୁ ଜଗିବ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥରେ ଅତ୍ୟାଧୁନିକ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ହେବ। ଏହି ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲାଗିବ। ଫଳରେ ଅମାନିଆ ସାବାଡ଼ ହେବେ। ଜାତୀୟ ସଡ଼କ ସୁରକ୍ଷା ମାସ ଅବସରରେ...
ଆଜି ରାଜ୍ୟରୁ ୧୩୪ ପଜିଟିଭ୍ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ...
ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି...
ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍ଏଫ୍ଆର୍ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ...
ଏନ୍ଆଇପିଏମ୍ ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ରାଧାଶ୍ୟାମ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଧାଶ୍ୟାମ ମହାପାତ୍ର ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପର୍ସୋନେଲ ମ୍ୟାନେଜମେଣ୍ଟ (ଏନ୍ଆଇପିଏମ୍) ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଭୁବନେଶ୍ୱରଠାରେ ଏନ୍ଆଇପିଏମ୍ ଉତ୍କଳ ଚାପ୍ଚରର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ମହାପାତ୍ର ସର୍ବସମ୍ମତିକ୍ରମେ ଚାପ୍ଚରର ଅଧ୍ୟକ୍ଷ...
କୋଇଲା ଡିପୋରେ ଏସ୍ଟିଏଫ୍ ଚଢ଼ାଉ: ୧୩ ଲକ୍ଷର ଲାମକୋକ୍ ସହ ୯ ଟ୍ରକ ଜବତ, ୧୧ ଗିରଫ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ବାବା ଧବଳେଶ୍ୱର କୋଇଲା ଡିପୋରେ ରବିବାର ଏସଟିଏଫ ଚଢ଼ାଉ କରି ଲାମକୋକ୍ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ଓ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଡିପୋରେ ଲୋଡିଂ କରୁଥିବା ଜେସିବି...
ଇଣ୍ଟେରିୟର ହୋମ୍ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା
ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍ର ମାଷ୍ଟରମାଇଣ୍ଡ୍ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ...
Archives


