ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୪୬ ଜଣ ଲୋକାଲ କେସ୍ ଥିବା…
୪ ଜିଲା ପାଇଁ ୩୬ ପିଜି ଡାକ୍ତରଙ୍କୁ ନିଯୁକ୍ତି
ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପିଜି ଡାକ୍ତରମାନଙ୍କୁ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାଗୁଡ଼ିକରେ କୋଭିଡ୍ ସମ୍ପର୍କିତ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ସିଏଜି ରିପୋର୍ଟକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ
ଭୁବନେଶ୍ୱର,୬।୪(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଶାସନ କଲା ପରେ ବିଜେଡି ସରକାର ଆହୁରି ଦୁର୍ନୀତି ଖୋର ଓ ଭଷ୍ଟ୍ରାଚାରୀ ହୋଇଚାଲିଛି। ଓଡିଶାର ପ୍ରାକୃତିକ ସମ୍ପଦକୁ ଲୁଟ୍ କରି କିଛି ମୁଷ୍ଟିମେୟ ଅଧିକାରୀଙ୍କୁ ରାଜ୍ୟ ସରକାର ପୋଷିଛନ୍ତ। ଆଇନ କାନୁନ, ନିୟମ, ସମ୍ବିଧାନକୁ…
ଭାଜପା ହିଁ ସୁନାର ବଙ୍ଗଳା କରିପାରିବ: ଧର୍ମେନ୍ଦ୍ର
ଭୁବନେଶ୍ୱର,୬।୪(ବ୍ୟୁରୋ): ଭାଜପା ହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ସୋମବାର ପାନିହାଟ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ଏବଂ ବୁଦ୍ଧିଜୀବୀଙ୍କ ସହ…
ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି। ଏନେଇ ବିଜେଡି ପକ୍ଷରୁ ଭାଜପା ବିରୋଧରେ ଅଭିଯୋଗ କରାଯାଇଛି। ବିଜେଡିର ଗୋଟିଏ ଟିମ୍ ଏନେଇ…
ପିପିଲି ଉପନିର୍ବାଚନ: ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର। ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ପ୍ରଚାର ଲାଗି ପିପିଲି ମଇଦାନ୍କୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ ଦଳର…
ଦୈନିକ ଦୁଇଟି କ୍ଲାସ୍ ନେବେ ପ୍ରଧାନ ଶିକ୍ଷକ
ଭୁବନେଶ୍ୱର,୬।୪(ବ୍ୟୁରୋ): ଏଣିକି ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୈନିକ ଦୁଇଟି ଲେଖା କ୍ଲାସ ନେଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇବେ। ଏହା ଏଥର ବାଧ୍ୟତାମୂଳକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର ସବୁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଜଣାଇ ଦିଆଯାଇଛି।…
ତାଳଚେରରେ ଖୁବ୍ଶୀଘ୍ର ଏନ୍ଟିପିସିର ନୂଆ ୟୁନିଟ୍
ଭୁବନେଶ୍ୱର, ୬।୪(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର(ଟିଟିପିଏସ୍)କୁ ଚାଲୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖିଥିଲେ। ସେହି ଅନୁଯାୟୀ ସୋମବାର ରାଜ୍ୟ ସରକାର ଏବଂ ନ୍ୟାଶନାଲ ଧର୍ମାଲ୍ ପାଓ୍ବାର କର୍ପୋରେଶନ(ଏନ୍ଟିପିସି) ମଧ୍ୟରେ ଏକ ଉଚ୍ଚସ୍ତରୀୟ…
ଝିଅ ଯୋଗାଇବାକୁ ବାଧ୍ୟ କରୁଥିଲେ ଆର୍ମଡ ଡିସିପି
ଭୁବନେଶ୍ୱର,୬।୪(ବ୍ୟୁରୋ): ଝିଅ ଯୋଗାଇବାକୁ ମୋ ସ୍ବାମୀଙ୍କୁ ବାଧ୍ୟ କରୁଥିଲେ ଓଏସ୍ଏପି ଡିସିପି ବିଜୟ କୁମାର ସାହୁ। ଏଥିପାଇଁ ତାଙ୍କୁ ମାନସିକ ଚାପ ମଧ୍ୟ ପକାଉଥିଲେ। ଝିଅ ନ ଯୋଗାଇଲେ ଅନ୍ୟତ୍ର ବଦଳି ସହ ଚାକିରିରୁ ବାହାର କରିଦେବାକୁ ଧମକ ଦେଉଥିଲେ। ଶେଷରେ…
୧୫ ଲକ୍ଷ ଡୋଜ୍ ଟିକା ଦେବାକୁ କେନ୍ଦ୍ରକୁ ଅନୁରୋଧ
ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ଟିକାକରଣ କାର୍ଯ୍ୟକ୍ରମ ଜୋରସୋରରେ ଚାଲିଛି। ତୁରନ୍ତ ୧୫ ଲକ୍ଷ କୋଭିଶିଲ୍ଡ ଡୋଜ୍ ଓଡ଼ିଶାକୁ ପଠାଇବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସଚିବଙ୍କୁ…
ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର
ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ୍ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି।…
ଆନ୍ଧ୍ର ବିରୋଧରେ ପୁଣି ସୁପ୍ରିମକୋର୍ଟ ଯିବ ଓଡ଼ିଶା
ଭୁବନେଶ୍ୱର, ୬ା୪(ବ୍ୟୁରୋ): କୋଟିଆରେ ପୁଣିଥରେ ନିର୍ବାଚନ କରିବା ଲାଗି ଆନ୍ଧ୍ରପ୍ରଦେଶ ସରକାର ଅଣ୍ଟା ଭିଡିଛନ୍ତି। ଆସନ୍ତା ୮ ତାରିଖରେ କୋଟିଆର ୨ଟି ପଞ୍ଚାୟତରେ ସମିତି ସଭ୍ୟ ଏବଂ ଗୋଟିଏ ଜିଲା ପରିଷଦ ସଭ୍ୟ ନିର୍ବାଚନ କରିବା ଲାଗି ଆନ୍ଧ୍ର ସରକାର ନିଷ୍ପତ୍ତି…
Archives


