ମେଟ୍ରୋ

ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ: ଦିନକରେ ୭୫ କରୋନା ପଜିଟିଭ, ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ରାଜଧାନୀ ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଲୋକାଲ କେସ୍‌ ସଂଖ୍ୟା ବଢ଼ୁଛି। ଭୁବନେଶ୍ୱରରୁ ସୋମବାର ଆଉ ୭୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ…

ସରକାରଙ୍କ ବୋଝ କମାଉଛନ୍ତି ସ୍ବାବଲମ୍ବୀ କଏଦୀ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଜେଲ ସଂସ୍କାରରୁ ମିଳିଲା ସଫଳତା। କାରାଗାର ଶିଳ୍ପରୁ ସ୍ବାବଲମ୍ବୀ ହେଲେ କଏଦୀ, ଆଉ କମିଲା ସରକାରଙ୍କ ବୋଝ। ଏବେ କଏଦୀମାନେ କେବଳ ଚାରିକାନ୍ଥ ଭିତରେ ନ ରହି ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହୋଇ ରୋଜଗାର କରୁଛନ୍ତି। ଏପଟେ କଏଦୀଙ୍କ…

ଫ୍ୟାନ୍ସି ନମ୍ବରରୁ ରେକର୍ଡ ଆଦାୟ: ୬ମାସରେ ମିଳିଛି ୧୧.୨୪ କୋଟି

ଭୁବନେଶ୍ୱର,୫।୪: ଫ୍ୟାନ୍ସି ଏବଂ ପସନ୍ଦ ଯୋଗ୍ୟ ରେଜିଷ୍ଟ୍ରେଶନ ନମ୍ବର ବାବଦରେ ଗତ ୬ମାସ ଅର୍ଥାତ୍‌ ୨୦୨୦ ଅକ୍ଟୋବରରୁ ୨୦୨୧ ମାର୍ଚ୍ଚ ମଧ୍ୟରେ ରାଜ୍ୟ ସରକାର ୧୧.୨୪କୋଟି ଟଙ୍କା ପାଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଟୁଇଟ କରି ଜଣାଇଛନ୍ତି। ପୂର୍ବବର୍ଷ ଏହି…

ହେଲ୍‌ମେଟ ପାଇଁ ଗର୍ଭବତୀଙ୍କୁ ରାସ୍ତାରେ ଚଲାଇବା ଘଟଣା: ଥାନା ଓଆଇସିଙ୍କୁ ବହିଷ୍କାର ଲାଗି ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୫।୪(ବ୍ୟୁରୋ): ହେଲମେଟ୍‌ ପିନ୍ଧି ନ ଥିବାରୁ ମୟୂରଭଞ୍ଜ ଜିଲା ଶରତ ଥାନାର ଓଆଇସି ରୀନା ବକ୍ସଲା ଜଣେ ୮ମାସର ଗର୍ଭବତୀଙ୍କୁ ୩ କି.ମି. ଚଲାଇବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ଓଆଇସିଙ୍କୁ ଚାକିରିରୁ…

ବିଜେବି ଛାତ୍ର କରୋନା ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): କରୋନା ପୁଣିଥରେ ନିଜର କାୟା ବିସ୍ତାର କରି ଚାଲିଛି। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମ୍ନାକୁ ଆସୁଛି । ତେବେ ଏହାରି…

ପିପିଲି ପ୍ରଚାରରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।  ସବୁ ଦଳର ନେତା ଓ କର୍ମୀ ଓ୍ବାର୍ଡସ୍ତରରୁ ଦାୟିତ୍ୱ ନେଇ ସେଠାରେ ଡେରା ପକାଇ ରହିଲେଣି। ଏହି ଉଷ୍ଣତାକୁ ଆହୁରି ସରଗରମ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର…

ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ରାଜଧାନୀରେ ସିଲ୍‌ ହେଲା ଘରୋଇ କୋଚିଂ ସେଣ୍ଟର

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇଛି। ଜୋନାଲ ଡେପୁଟି କମିଶନର…

ପିପିଲି ଉପନିର୍ବାଚନ: ଜୋର ଧରୁଛି ପ୍ରଚାର ତାତି

ଭୁବନେଶ୍ୱର,୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଆଉ ୧୨ ଦିନ ବାକି। ଏଥିରେ ୧୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ ହେବ । ହେଲେ ୩ ପ୍ରମୁଖ ଦଳ ବିଜେଡିର ରୁଦ୍ରପ୍ରତାପ ମହାରଥି, ଭାଜପାର ଆଶ୍ରିତ ପଟ୍ଟନାୟକ ଏବଂ କଂଗ୍ରେସର ଅଜିତ ମଙ୍ଗରାଜଙ୍କ…

ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ମମତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୫।୪(ବ୍ୟୁରୋ): ଜୟ ଶ୍ରୀରାମ ନାରାକୁ ଶୁଣି ଚିହିଁକି ଉଠୁଥିବା ମମତା ଦିଦି ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ବୋଲି ରବିବାର ପଶ୍ଚିମବଙ୍ଗର କମାରହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି…

ବିଦ୍ୟୁତ୍‌ ଦର ବୃଦ୍ଧିକୁ ବିରୋଧ

ଭୁବନେଶ୍ୱର,୫।୪(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ରବିବାର ସନ୍ଧ୍ୟାରେ ୩୦ ମିନିଟ୍‌ ବିଜୁଳି କାଟ କରାଯାଇଛି। ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଉପଭୋକ୍ତାମାନେ ୩୦ ମିନିଟ୍‌ ପର୍ଯ୍ୟନ୍ତ ବିଜୁଳି ବନ୍ଦ କରି ନୀରବ ପ୍ରତିବାଦ କରିଛନ୍ତି।…

ବିମାନ, ଟ୍ରେନ୍‌ରୁ ସଂକ୍ରମଣ

ଭୁବନେଶ୍ୱର,୫।୪(ବ୍ୟୁରୋ): ବାହାର ଦେଶ ଓ ରାଜ୍ୟରୁ କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଓଡ଼ିଶାକୁ ପଶି ଆସୁଛି। ଟ୍ରେନ୍‌, ବିମାନ ଓ ଗାଡିମୋଟର ଦେଇ ଚାରିଆଡୁ ସଂକ୍ରମଣ ମାଡ଼ି ଆସୁଛି। ତେଣୁ ଏହି ଘାତକ ମହାମାରୀକୁ ପ୍ରତିହତ କରିବା ପାଇଁ ଏବେ କଟକଣାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri