ମେଟ୍ରୋ

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ବଲାଙ୍ଗୀର…

ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ…

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥବବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏମରଜେନ୍ସି…

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି…

ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ…

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି।…

ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ। ପରିବାର ଲୋକଙ୍କ ହାତ ଛାଡି ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା ଓଡ଼ିଆ ପୁଅ…

ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ

ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍‌ଏଫ୍‌ଏମ୍‌ଇ ରାଜ୍ୟ କୋର୍‌ ଗ୍ରୁପ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଚିଲିକାରୁ ଚୋରି ହେଉଛି ପାଣି

ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ ନିଜ ଅକ୍ତିଆରରେ ରଖି ମାଟି ବନ୍ଧ ବାନ୍ଧିବା ସହ ସେଠାରେ ପାଣି ଜମାଇ ମାଛ…

ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା ସକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?