ମେଟ୍ରୋ

ରାଜକୋଷକୁ ଚୂନ ଲଗାଇଛନ୍ତି ବାବୁ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜକୋଷର ମୁଖ୍ୟ ଆଧାର ହେଉଛି ଟିକସ। ଏହାର ଅବମୂଲ୍ୟାୟନ ଓ ଚଞ୍ଚକତା ଯୋଗୁ ରାଜ୍ୟକୁ ବହୁ କୋଟି ଟଙ୍କା ରାଜସ୍ବ ହରାଇବାକୁ ପଡ଼ିଛି। ସରକାରୀ ବାବୁ (ଅଧିକାରୀ)ମାନେ ରାଜକୋଷକୁ ଚୂନ ଲଗାଇଛନ୍ତି। ସେମାନଙ୍କ ଦୁର୍ନୀତିଖୋର ମନୋଭାବ ଏବଂ ଅବହେଳା ଯୋଗୁ…

ଆଜିଠୁ ୧୦ ଜିଲାରେ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ସୀମାନ୍ତ ଜିଲାଗୁଡ଼ିକରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରିଥିବାବେଳେ ଦିନ…

ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ!

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଦିନବେଳା କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇପାରନ୍ତି। ଏନେଇ ବିଚାର ବିମର୍ଷ ଏବଂ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ମୁଖ୍ୟମନ୍ତ୍ରୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ…

ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀଙ୍କୁ କରୋନା, ମୁଖ୍ୟ କାର୍ଯ୍ୟାଳୟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜଧାନୀସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟ ରବିବାର ସିଲ୍‌ ହୋଇଛି। ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ…

ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ

ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସମଗ୍ର ଘଟଣା ପାଇଁ ବାଚସ୍ପତିଙ୍କୁ…

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍‌ ଥିବା…

ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ପାଇଁ ‘ଦାଦନ’ ମନୋନୀତ

ଭୁବନେଶ୍ୱର, ୪।୪ (ବ୍ୟୁରୋ):ହାର୍‌ମୋନୀ ଫିଲ୍ମସ୍‌ ବ୍ୟାନରରେ ନିର୍ମିତ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦନ’ (ଏକ ଆତ୍ମକାହାଣୀ) ଚମ୍ବଲ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ପାଇଁ ମନୋନୀତ ହୋଇଛି। ଆସନ୍ତା ୧୬ ଓ ୧୭ ତାରିଖରେ ରାଜସ୍ଥାନ କୋଟ ସହରର ୟୁଆଟି ଅଡିଟୋରିୟମଠାରେ ଏହି…

ସିଇଟି ହେବ ଅନୁବନ୍ଧିତ ମହାବିଦ୍ୟାଳୟ

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍‌ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ ସରକାରୀ…

ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍‌ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍‌-୨୦୨୧ ଶନିବାର ବିଧାନସଭାରେ ଗୃହୀତ…

ନୂଆ ଷ୍ଟ୍ରେନ୍‌ର ଗତି ପ୍ରଖର, ପଡିଛି ଭାଳେଣି

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍‌ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍‌କୁ ନେଇ ଭାଳେଣି ପଡିଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଯେଉଁ ଷ୍ଟ୍ରେନ୍‌ ଆସିଛି,…

ପିଆଇଏଲ୍‌ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ

ଭୁବନେଶ୍ୱର, ୪।୪(ବ୍ୟୁରୋ):  ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା ପରେ ପ୍ରତିପକ୍ଷ ଏହାର କାର୍ଯ୍ୟକାରିତା ନେଇ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ହାଇକୋର୍ଟରେ…

ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ଼,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri