ମେଟ୍ରୋ

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ କରିବାକୁ ଯାଉଛି। ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଛାତ୍ରୀଛାତ୍ର ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ଓ…

ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍‌ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ ଥିବା ଏହି ଉଦ୍ୟାନ ପ୍ରାୟ ୬୦ ହେକ୍ଟର ପରିମିତ ଜମିରେ ଗଢ଼ିଉଠିଛି। ଭୁବନେଶ୍ୱର ରେଞ୍ଜ…

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ରାଜ୍ୟରେ…

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭୩୮ ଜଣ ଚିହ୍ନଟ…

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍‌ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ…

ଆହୁରି ୪ ଦିନ ବର୍ଷିବ

ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସୂଚନା ଦିଆଯାଇଛି।…

ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ ପ୍ରଥମେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଥିଲା। ପରିବାର ଲୋକ ଓ ସମ୍ପର୍କୀୟ ଶେଷ ଦର୍ଶନ…

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ମାସିକ ୨୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ। ପରିବାରର ମୁଖ୍ୟ ଉପାର୍ଜନାକାରୀଙ୍କୁ ବି…

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି ମୂଲ୍ୟାୟନ ହେବ, ଏହି ମାର୍କ ଭବିଷ୍ୟତ କ୍ୟାରିଅର ପାଇଁ ସହାୟକ ହେବ ନା ନାହିଁ…

ବିକ୍ରି ଶିଶୁପୁତ୍ର ମାଳିସାହି ଅଞ୍ଚଳରୁ ଉଦ୍ଧାର

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନ ଅଞ୍ଚଳରୁ ବିକ୍ରି ହୋଇଥିବା ୬ଦିନର ଶିଶୁପୁତ୍ରକୁ ଖାରବେଳନଗର ଥାନା ଅନ୍ତର୍ଗତ ମାଳିସାହି ଅଞ୍ଚଳରୁ ଉଦ୍ଧାର କରାଯାଇଛି। ରାଜଧାନୀରେ ଶିଶୁ ବିକ୍ରି ନେଇ ଶୁକ୍ରବାର ଏକ ଭିଡିଓ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଥିଲା। ଭିଡିଓ…

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ ରୋଜଗାର ହରାଇ ଘରେ ବସିଛନ୍ତି। ବେକାର ଛାତ୍ରୀଛାତ୍ର ଚାକିରି ଅନ୍ବେଷଣରେ ରହୁଛନ୍ତି। ଏହା ଠକଙ୍କ…

ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି। ଅନୁମତି ପାଇଥିବା ଆଉ କେତେକ ଟିକାର ମାନବୀୟ ପରୀକ୍ଷଣ ଚାଲିଛି। ତେବେ ଟିକାର ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?