ମେଟ୍ରୋ

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ ବିବାହ ଉତ୍ସବରେ ୧୦୦ଜଣ ଲୋକ ଯୋଗଦେବେ। ସେହିପରି ଶୁଦ୍ଧି କାର୍ଯ୍ୟ ଲାଗି ୫୦ ଜଣଙ୍କୁ…

୩୦ ମାସରେ ସରିବ ଫୁଲବାଣୀ ମେଡିକାଲ କଲେଜ ନିର୍ମାଣ

ଭୁବନେଶ୍ୱର,(ବ୍ୟୁରୋ)/ଫୁଲବାଣୀ ଅଫିସ,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାରଙ୍କ ସମେତ ଏକ ଉଚ୍ଚସ୍ତରୀୟ ଟିମ୍‌ ଶୁକ୍ରବାର କନ୍ଧମାଳ…

ଟିକାକରଣରେ ରେକର୍ଡ

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀରୁ କରୋନା ଟିକାକରଣ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୨୮,୬୬,୨୫୫ଜଣଙ୍କୁ ଟିକା ଦିଆଯାଇ ସାରିଲାଣି। ତେବେ ଶୁକ୍ରବାର ଟିକାକରଣରେ ରେକର୍ଡ ହୋଇଛି। ଗୋଟିଏ ଦିନରେ ସର୍ବାଧିକ ୨,୫୨,୦୮୦ଜଣ ଟିକା ନେଇଛନ୍ତି। ଏପ୍ରିଲ ୧ରୁ ଦୈନିକ ୨ଲକ୍ଷ…

ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ପୁଣି ସକ୍ରିୟ ହୋଇଉଠିଛି କରୋନା ଭୂତାଣୁ। ରାଜ୍ୟରେ କରୋନାର ଲେଉଟାଣି ସଂକ୍ରମଣ ପୂର୍ବାପେକ୍ଷା ମାରାତ୍ମକ ବୋଲି କୁହାଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଥିବାବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର…

ଷ୍ଟାଡିୟମ୍‌ରୁ ଭୟଙ୍କର ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର, ୩।୪(ବ୍ୟୁରୋ): ଛତିଶଗଡ଼ର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରୁ ସାରା ଦେଶକୁ ବ୍ୟାପିଗଲା ସଂକ୍ରମଣ, ଯାହା ଏବେ ଭୟଙ୍କର ରୂପ ନେଇଛି। ସେହିଠାରୁ ହିଁ ସଂକ୍ରମଣ ଓଡ଼ିଶାକୁ ପଶିଥିବା ଆଶଙ୍କା କରାଯାଉଛି। ସୀମାନ୍ତ ନୂଆପଡ଼ା, କଳାହାଣ୍ଡି ଆଦି ଜିଲା…

ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଡ଼ଘଡ଼ି…

ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆୱାର୍ଡ

ଛତ୍ରପୁର,୩।୪(ଡି.ଏନ.ଏ): ଭାରତ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଜିଲାର ହିଞ୍ଜିଳକାଟୁ, ଶେରଗଡ଼ ବ୍ଲକ ଓ ବଡଖଣ୍ଡି, ରାମଚନ୍ଦ୍ରପୁର, ଆଡ଼ପଡ଼ା ଏବଂ ବଡବୋରସିଙ୍ଗି ପଞ୍ଚାୟ ଏହି ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ ପାଇଛି। ଆଓ୍ବାର୍ଡ ପାଇଥିବା ବ୍ଲକ ଓ…

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା…

ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ ବାହାରି ସଡ଼କପଥରେ…

ଆଜି ରାଜ୍ୟରେ ୪୦୦ ପାର୍‌ କଲା କରୋନା

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଆଣ୍ଡାମାନରେ ନାଁ ରଖିଲେ ଓଡ଼ିଆ ପୁଅ ରାମପ୍ରସାଦ

ଭୁବନେଶ୍ୱର,୨।୪(ବ୍ୟୁରୋ): ଅଣ୍ଡାମାନରେ ଜଣେ ଓଡ଼ିଆ ପୁଅ ଏବେ ଚର୍ଚ୍ଚାରେ। ଜଣେ ସଫଳ ଉଦ୍ୟୋଗପତି ଭାବେ ପରିଚୟ ପାଇବା ସହ ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି। ସେ ହେଉଛନ୍ତି ସୋନର ଗ୍ରୁପ୍‌ ଅଫ୍‌ କମ୍ପାନୀର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ରାମପ୍ରସାଦ ମୁଦୁଲି। ତାଙ୍କ…

ବିଷ ପିଆଇ ୨ ପିଲାଙ୍କୁ ହତ୍ୟା ଘଟଣା: କନ୍ଦଲେଇ ଗାଁରେ ଚାଇଲ୍ଡ ଲାଇନ୍‌ର ତଦନ୍ତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଜଣେ ମା’ ୩ ଶିଶୁଙ୍କୁ ବିଷ ପିଆଇବା ପରେ ନିଜେ ବିଷ ପିଇବା ଓ ୨ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିବା ଘଟଣାକୁ ନେଇ ଚାଇଲ୍ଡ ଲାଇନ୍‌ ତଦନ୍ତ ଆରମ୍ଭ କରିଛି। ଗୁରୁବାର ଏକ ଟିମ ଚନ୍ଦକା ଥାନା କନ୍ଦଲେଇ ଗାଁକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri