ମେଟ୍ରୋ

ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍‌ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି ନାଁରେ…

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା…

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ…

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ ହୋଇଥିଲା।…

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,…

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତପୁ କରୋନାରୁ…

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ…

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା ଅଗଷ୍ଟ…

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ…

ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି…

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍‌ରେ ଏହାକୁ ଉଦ୍‌ଘାଟନ କରିଛନ୍ତି।…

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?