ମେଟ୍ରୋ

ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ

ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ ସ୍ଥାପନ…

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ ଆରମ୍ଭ କରି ପରୀକ୍ଷାଫଳକୁ ନେଇ ଏବେବି ଚିନ୍ତିତ ରହିଛନ୍ତି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ…

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍‌ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ)…

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…

ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି…

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତପୁଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ତାଙ୍କ ଆଶୁ…

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ ୨ ଜାମିନଦାରଙ୍କ ବଦଳରେ ଅଭୟଙ୍କୁ ଜାମିନ ମିଳିଛି। ଅଭୟଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ଏହି…

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଏହି ଘୋଡ଼ାକୁ ସ୍ଥାନାନ୍ତର କରାଯିବ। ୬ ମାସ ତଳେ ସଂସ୍କୃତି ବିଭାଗକୁ…

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ…

ସ୍ବମନ୍ଦିର ଫେରିଲେ ଦେବଦମ୍ପତି

ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ ମନ୍ଦିରରେ ଆଳତି ଅବକାଶ ସରିବା ପରେ କେଦାରଗୌରୀ ମନ୍ଦିରରେ ଶ୍ରୀଲିଙ୍ଗରାଜଙ୍କ ଆଳତି ଅବକାଶ କରାଯାଇଥିଲା।…

ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି

ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍‌ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍‌ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ ଏକ୍‌ମୋ…

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?