ମୋ’ ଝିଅକୁ ପୁରୁଷ ବନ୍ଧୁ ଠେଲି ମାରିଦେଇଛନ୍ତି, ଏମିତି ଅଭିଯୋଗ ଆଣିଲେ ମା’
ଭୁବନେଶ୍ୱର,୧୫ା୫: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା ଚାଲିଛି। ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା...
ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍, ଜଣାପଡିଲା ବଡ଼ କାରଣ…
ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ...
ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ
ଭୁବନେଶ୍ୱର,୧୫ା୫(ସୁଚିସ୍ମିତା ସାହୁ): ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି।...
୯୭ କୋଟି ଅନୁମୋଦନ କଲେ ରାଜ୍ୟ ସରକାର, ଏହି ଜିଲାରେ ନିର୍ମାଣ ହେବ ବ୍ୟାରେଜ
ଭୁବନେଶ୍ୱର,୧୪।୫: ଓଡ଼ିଶା ସରକାର ରାଜ୍ୟରେ ଜଳସେଚନ ତଥା ଶିଳ୍ପ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀମଣ୍ଡଳୀ ବୈଠକରେ ମୟୂରଭଞ୍ଜ ଜିଲାର ଜଶୀପୁର...
ନିଯୁକ୍ତିରେ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ଆସିଲା ନୂଆ ନିୟମାବଳୀ
ଭୁବନେଶ୍ୱର,୧୪।୫: ରାଜ୍ୟ ପରିବହନ ପ୍ରାକରଣ (STA) ଅଧୀନରେ ଥିବା ସବ୍-ଇନ୍ସପେକ୍ଟର ଟ୍ରାଫିକ୍ -2021 ଏବଂ ଏକ୍ସାଇଜ୍ କମିଶନରଙ୍କ ଅଧୀନ ଥିବା ଇନ୍ସପେକ୍ଟର ଏକ୍ସାଇଜ୍ ଭଳି ପୋଷ୍ଟଗୁଡିକ ବିଭିନ୍ନ ପଦବୀରେ ଥିବା ଶାରୀରିକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ...
ଏକୀକରଣ ହେଲା ‘ମମତା’, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା; ଏଣିକି ମିଳିବ ଅଧିକ ଟଙ୍କା
ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ ମନ୍ତ୍ରୀମଣ୍ଡଳୀ ରାଜ୍ୟର ‘ମମତା’ ଯୋଜନାକୁ କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)’ ସହିତ ସମନ୍ୱିତ ଭାବେ ‘ମମତା-PMMVY’ ନାମରେ କୋ-ବ୍ରାଣ୍ଡିଂ ମାଧ୍ୟମରେ କାର୍ଯ୍ୟକାରୀ କରିବାକୁ ଅନୁମୋଦନ ପ୍ରଦାନ କରିଛି। ନିମ୍ନରେ ଏହି ଯୋଜନାର...
ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର, ଏମାନଙ୍କୁ ମିଳିବ ସୁବିଧା
ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ କ୍ୟାବିନେଟ୍ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥା ଲାଗି ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି I ଏହି ଆରକ୍ଷଣ ନୀତି ଅନୁସାରେ ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ ବର୍ଗ (SEBC) ର ଛାତ୍ରଛାତ୍ରୀଙ୍କ ପାଇଁ ନାମ...
ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…
ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ।...
ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଗଣଶିକ୍ଷା ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୧୪।୫: ଖୁବ୍ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍ଶୀଘ୍ର ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ଯୁକ୍ତ ଦୁଇ...
ଏହି ଦିନ ସରିବ ପିଏମ୍ଏଓ୍ବାଇ ଆବେଦନ: ତୁରନ୍ତ ସାରିଦିଅନ୍ତୁ କାମ
ଭୁବନେଶ୍ୱର,୧୪ା୫(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ) ଲାଗି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି। ରାଜ୍ୟରେ ପିଏମ୍ଏଓ୍ବାଇ ଲାଗି ଯେଉଁ ଆବେଦନ ପ୍ରକ୍ରିୟା ଚାଲିଛି ତାହା ଆସନ୍ତା ୧୫ରେ ଶେଷ ହୋଇଯିବ। ଏହାପରେ ଆଉ...
ପାରାଦୀପରେ ହଇଚଇ: ତୈଳବାହୀ ଜାହାଜରେ ୨୧ ପାକିସ୍ତାନୀ ନାବିକ
ପାରାଦୀପ, ୧୪।୫(ଶରତ ରାଉତ):ପାରାଦୀପ ବନ୍ଦର ଏସ୍ପିଏମ୍ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ ମଧ୍ୟରୁ ୨୧ଜଣ ପାକିସ୍ତାନୀ ଥିବା ମଙ୍ଗଳବାର ଜଣାପଡ଼ିଛି। ଏ ନେଇ ଇମିଗ୍ରେଶନ...
ଆଜି ରାଜ୍ୟ କ୍ୟାବିନେଟ୍: ୮ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୧୪ା୫(ସୁନିତ୍ ମିଶ୍ର):ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ,...
Archives


