ମେଟ୍ରୋ

ଭାଜପାର ଐତିହାସିକ ବିଜୟକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର: କହିଲେ…

ଭୁବନେଶ୍ୱର, ୧୫।୧୧(ସୁନିତ୍‌ ମିଶ୍ର):ବିହାରର ଜନତା ପୁଣିଥରେ ପ୍ରମାଣିତ କରିଛନ୍ତି, ବିକାଶ, ସୁଶାସନ ଏବଂ ସ୍ଥାୟୀ ସରକାର ହିଁ ସେମାନଙ୍କର ପ୍ରାଥମିକତା। ଏନଡିଏକୁ ମିଳିଥିବା ଏହି ପ୍ରଚଣ୍ଡ ଜନାଦେଶ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଡବଲ…

ନୂଆପଡ଼ା ବିଜୟକୁ ନେଇ ଏମିତି କହିଦେଲ ଅଶ୍ୱିନ ବୈଷ୍ଣବ: କହୁ କହୁ କହିଦେଲେ…

ଭୁବନେଶ୍ୱର,୧୫।୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୮୩ ହଜାର ୭୪୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ପରାଜିତ କରିଛନ୍ତି। ଭାଜପାର ଏହି ବିପୁଳ ବିଜୟ ପରେ ଦଳୀୟ ଶିବିରରେ ଏବଂ ନେତା ଓ କର୍ମୀଙ୍କ…

ଜୟ ଢୋଲକିଆଙ୍କୁ ମିଳିବ ଏତେଟଙ୍କା ଦରମା, ସାଙ୍ଗରେ ମିଳିବ କାର୍‌

ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ଶପଥ ଗ୍ରହଣ କରିବେ। ତେବେ ଜାଣିଛନ୍ତି କି ତାଙ୍କୁ ବିଧାୟକ ଭାବେ କେତେ ଟଙ୍କା ଦରମା ମିଳିବ? ଜଣେ ସାଧାରଣ ବିଧାୟକ…

କେତେ ସମ୍ପତ୍ତିର ମାଲିକ ଜୟ ଢୋଲକିଆ? ଜାଣିଲେ ସହଜରେ ବିଶ୍ୱାସ ହେବନି

ଭୁବନେଶ୍ୱର,୧୪।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟରେ ଜୟ ଢୋଲକିଆ ବଡ଼ ମାର୍ଜିନରେ ବିଜୟ ହାସଲ କରିଛନ୍ତି। ତେବେ ଏହିକ୍ରମରେ କଂଗ୍ରେସ ଦ୍ୱିତୀୟ ଓ ବିଜେଡି ତୃତୀୟ ସ୍ଥାନରେ ରହିଛି। ଜୟଙ୍କ ସମ୍ପତ୍ତି ବାବଦରେ…

ନୂଆପଡା ଜିତୁ ଜିତୁ ନବୀନଙ୍କୁ ସିଧା ଶୁଣାଇଦେଲେ ମୋହନ

ଭୁବନେଶ୍ୱର,୧୪।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟକୁ ବିଜେପି କାର୍ଯ୍ୟାଳୟରେ ବାଣ ଫୁଟାଇ ବିଜୟ ଉତ୍ସବ ପାଳନ କରାଯାଉଛି । ଭାଜପା କାର୍ଯ୍ୟାଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ…

ବିଜେଡି ହାରିବା ପରେ ନବୀନଙ୍କ ବଡ଼ ବୟାନ, ଜୟଙ୍କୁ…

ଭୁବନେଶ୍ୱର,୧୪।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟରେ ଜୟ ଢୋଲକିଆ ବଡ଼ ମାର୍ଜିନରେ ବିଜୟ ହାସଲ କରିଛନ୍ତି। ତେବେ ଏହିକ୍ରମରେ କଂଗ୍ରେସ ଦ୍ୱିତୀୟ ଓ ବିଜେଡି ତୃତୀୟ ସ୍ଥାନରେ ରହିଛି। ତେବେ ରେଜଲ୍ଟ ପରେ…

ନୂଆପଡ଼ା ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ବିରୋଧୀଙ୍କୁ କହିଲେ…

ଭୁବନେଶ୍ୱର,୧୪ା୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍‌ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି…

ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’…ନୂଆପଡ଼ାରେ ବିଜେଡି ହାରିବା ପରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ରୀମୟୀ

ଭୁବନେଶ୍ୱର,୧୪।୧୧: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ୍‌ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା କାର୍ତ୍ତିକେୟ ପାଣ୍ଡିଆନ୍‌ଙ୍କୁ ସମାଲୋଚନା କରୁଛନ୍ତି। ନୂଆପଡ଼ାରେ ବିଜେଡି ତୃତୀୟ ସ୍ଥାନ ହାସଲ କରିବା ପରେ…

Humane Sagar Hospitalised: ବିଗିଡ଼ିଲା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା, ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର,୧୪ା୧୧: ଓଲିଉଡର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା…

ଫିକା ପଡିଲା ନବୀନଙ୍କ ଚମକ: ନୂଆପଡ଼ାରେ ଦ୍ୱିତୀୟ ସ୍ଥାନ ପାଇଁ ସଂଘର୍ଷ କରୁଛି ବିଜେଡି

ନୂଆପଡ଼ା,୧୪ା୧୧: ଓଡ଼ିଶାରେ ବିଧାନସଭା ନିର୍ବାଚନ ପରାଜୟ ପରେ ପ୍ରଥମ ଉପନିର୍ବାଚନରେ ବିଜେଡି ହାରିବା ଅଭିମୁଖେ ଗତି କରୁଛି। ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଜୟ ଢୋଲକିଆ ଏକ ବୃହତ୍ ବିଜୟ ଆଡ଼କୁ ଅଗ୍ରସର ହେଉଛନ୍ତି, ଯାହା ପରେ…

୧୫ ରାଉଣ୍ଡ ଗଣତି ଶେଷ: ଆସିଲା ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ନୂଆପଡ଼ାବାସୀ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୫ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବଡ଼ ବିଜୟ ପଥେ ଆଗେଇ ଚାଲିଛନ୍ତି। ୧୫ ରାଉଣ୍ଡ ସୁଦ୍ଧା ଜୟ ୭୩୭୪୫ ଭୋଟ ପାଇଛନ୍ତି।…

+୨ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: ଇଣ୍ଟରନାଲ ମୂଲ୍ୟାୟନ, ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ

ଭୁବନେଶ୍ୱର,୧୪ା୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଦ୍ୱାରା +୨ର ସମସ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ (Internal Assessment) ଏବଂ ପ୍ରୋଜେକ୍ଟ କାର୍ଯ୍ୟକୁ ବାଧ୍ୟତାମୂଳକ କରାଯାଇଛି। ଚଳିତ ଶିକ୍ଷା ବର୍ଷ ପାଇଁ ଇଣ୍ଟରନାଲ ମୂଲ୍ୟାୟନ ପରୀକ୍ଷା ଆସନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri