ମେଟ୍ରୋ

ଫୁଲଚାଷରେ ଇଞ୍ଜିନିୟରିଂ ଛାତ୍ରୀ ସୁନୀତା

ଖୋର୍ଦ୍ଧା ଅଫିସ,୩୧ା୩: ଦୃଢ଼ ଇଚ୍ଛାଶକ୍ତି ଏବଂ ନିରନ୍ତର ସାଧନା ସଫଳତା ଆଣିଥାଏ। ନିଜ ପ୍ରଚେଷ୍ଟାରେ ଆତ୍ମନିର୍ଭର ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ରତନପୁର ଗ୍ରାମର ଗୋଲା ବେହେରା ଓ ଚଞ୍ଚଳାଙ୍କ ଝିଅ…

ବିଷ ପିଆଇଲେ ମା’, ୨ ଶିଶୁପୁତ୍ର ମୃତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ବିଞ୍ଝଗିରି କନ୍ଦଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା’ ୩ ପିଲାଙ୍କୁ ବିଷ ପିଆଇବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ୨ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଦେଢ଼…

ଖାଇବା ତେଲ ମହଙ୍ଗା, ବଢୁଛି ଭେଜାଲ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ତେଲ ଭେଜାଲ, ଘିଅ ଭେଜାଲ, ମସଲା ଭେଜାଲ, କୋଲ୍ଡଡ୍ରିଙ୍କ୍ସ ଭେଜାଲ। ଅପମିଶ୍ରଣକାରୀ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଭିତିରିଆ ସମ୍ପର୍କ ରହିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜଗତପୁରଠାରୁ ଆରମ୍ଭ କରି ଚନ୍ଦକା, ଜଟଣୀ ଶିଳ୍ପାଞ୍ଚଳରେ ହଜାର କୁଇଣ୍ଟାଲ ତେଲ…

୨୦୪୧ ସୁଦ୍ଧା ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପରିକଳ୍ପନା ନାହିଁ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଆସନ୍ତା ୨୦ ବର୍ଷ ଅର୍ଥାତ୍‌ ୨୦୪୧ ଯାଏ କଟକ ଓ ଭୁବନେଶ୍ୱର ସୁଦ୍ଧା ମେଟ୍ରୋ ଟ୍ରେନ୍‌ର ପରିକଳ୍ପନା ନାହିଁ। ଆବଶ୍ୟକ ଜନସଂଖ୍ୟା ନ ଥିବାରୁ ବର୍ତ୍ତମାନ ପରିସ୍ଥିତିରେ ମେଟ୍ରୋ ରେଳସେବା ଆରମ୍ଭ ହୋଇପାରିବ ନାହିଁ। ଗୃହ ନିର୍ମାଣ ଓ ନଗର…

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିସହିତ ସର୍ବମୋଟ ୧୫ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା…

ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ…

ବାରିପଦା ସବୁଠୁ ଉତ୍ତପ୍ତ, ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ…

ସାପ ବିଷର ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ

ଭୁବନେଶ୍ବର, ୩୦।୩(ବ୍ୟୁରୋ): ରାଜଧାନୀରେ ସାପ ବିଷ ସ୍ମଗଲିଂ ଘଟଣାରେ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି ସିଟି ବନାଞ୍ଚଳ ଅଧିକାରୀ। ଓ୍ବାଇଲ୍ଡଲାଇପ କ୍ରାଇମ କଣ୍ଟ୍ରୋଲ ବ୍ୟରୋକୁ ମଧ୍ୟ ସେ ଚିଠି ଲେଖିଛନ୍ତି। ଅଭିଯୁକ୍ତଙ୍କ ସହ ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ। ଘଟଣାର କିଙ୍ଗପିନ…

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ…

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ…

ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି…

ଛତିଶଗଡ଼କୁ ବନ୍ଦ ହେବ ବସ୍‌ ସେବା!

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri