ମେଟ୍ରୋ

ଅଜିତ ଦାସଙ୍କୁ ‘ଜୀବନବ୍ୟାପୀ ସାଧନା’ ପୁରସ୍କାର

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): ଓଡ଼ିଶାର ଅଗ୍ରଣୀ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ହ୍ବାଇଟ୍‌ କାନ୍‌ଭାସ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ୧୦ମ ରୁଚି ଓଫା ଆଓ୍ବାଡର୍‌ସ ଉତ୍ସବ ଆୟୋଜିତ ହୋଇଯାଇଛି। ଏହାକୁ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ତଥା ଓଡ଼ିିଶା ମୋ ପରିବାରର…

୨ରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ୨୮ା୩(ବ୍ୟୁରୋ):ଆସନ୍ତା ଏପ୍ରିଲ ୨ତାରିଖରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଆସୁଛନ୍ତି। ୨ତାରିଖ ପୂର୍ବାହ୍ନ ୧୧ଟା ୧୫ ମିନିଟ୍‌ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେହିଦିନ ସନ୍ଧ୍ୟାରେ କଟକ ସାରଳା ଭବନରେ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀ…

୧୦ କୋଟିର ସାପବିଷ ଜବତ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜଧାନୀରେ ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶାଦ୍ରବ୍ୟ କାରବାର ପରେ ପ୍ରଥମ ଥର ସାପବିଷ ବେପାର ସାମ୍ନାକୁ ଆସିଛି। ଶନିବାର ଭୁବନେଶ୍ୱରର ଦୁଇଟି ସ୍ଥାନରେ ସାପବିଷ ବିକ୍ରି ପାଇଁ ଡିଲ୍‌ ବେଳେ ବନ ବିଭାଗ ପକ୍ଷରୁ ଏକସଙ୍ଗେ ଚଢ଼ାଉ କରାଯାଇ…

ଆଜି ରାଜଧାନୀରୁ ୫୦ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌…

ରାଜଧାନୀରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ଅନେକ…

ବଢ଼ିଲା ବିଦ୍ୟୁତ ଦର: ଏଣିକି ୟୁନିଟ୍‌ ପିଛା ଦେବେ…

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍‌ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍‌ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍‌ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍‌ ପାଇଁ…

ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ନାଟକ ପାଇଁ ଶୁଭଦିନ ଆସୁଛି

ଭୁବନେଶ୍ୱର, ୨୭।୩ (ବ୍ୟୁରୋ): ଦିନ ଥିଲା ମନୋରଞ୍ଜନର ଏକମାତ୍ର ମାଧ୍ୟମ ଥିଲା ନାଟକ। ବ୍ୟସ୍ତବହୁଳ କର୍ମମୟ ଜୀବନରେ କ୍ଲାନ୍ତ ହୋଇପଡିଥିବା ମଣିଷଟିଏ ନାଟକ ଦେଖି ମନକୁ ହାଲ୍‌କା କରୁଥିଲା। କେବଳ ସେତିକି ନୁହେଁ, ସମାଜରେ ବହୁ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ ଏହି…

କ୍ରୁଟ୍‌ ଶ୍ରେଷ୍ଠ ଏସ୍‌ପିଭି

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ସିଟି ବସ୍‌ ସେବା ଯୋଗାଉଥିବା ‘ମୋ ବସ୍‌’କୁ ପୁଣିଥରେ ଶୀର୍ଷ ପୁରସ୍କାର ମିଳିଛି। ଏହାର ପରିଚାଳନା କରୁଥିବା କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦେଶରେ ଶ୍ରେଷ୍ଠ ସ୍ମାର୍ଟ ବିଶେଷ ପ୍ରୟୋଜନ ମାଧ୍ୟମ ସଂସ୍ଥା (ଏସ୍‌ପିଭି) ଭାବେ ପୁରସ୍କୃତ…

ଅଞ୍ଜନାଙ୍କଠାରୁ ତଥ୍ୟ ନେଲା ସିବିଆଇ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ଦୀର୍ଘ ୨୨ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ କମିଶନରେଟ୍‌ ପୋଲିସ ଗିରଫ କରିବା ପରେ ସିବିଆଇକୁ ହସ୍ତାନ୍ତର କରିଥିଲା। ମାମଲାର ତଦନ୍ତ ଭାର ନେଇଥିବା ସିବିଆଇ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିବାକୁ ପ୍ରସ୍ତୁତି…

ପିପିଇ କିଟ୍‌ ଦୁର୍ନୀତି ମାମଲା ବନ୍ଦ କଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଇ କିଟ୍‌ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତଙ୍କ ୩ଜଣିଆ ଖଣ୍ଡପୀଠ ଶୁକ୍ରବାର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରଦାନ କରାଯାଇଥିବା ପ୍ରାଥମିକ ତଦନ୍ତ ରିପୋର୍ଟ ଆଧାରରେ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ କ୍ଲିନ୍‌ ଚିଟ୍‌…

୩ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଲାଗି ରହିବ। ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲାରେ ଅଧିକ ହିଟ୍‌ ଓ୍ବେଭ୍‌ ଅନୁଭୂତ ହେବ। ତେଣୁ ଏହି ତିନି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri