ମେଟ୍ରୋ

ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ…

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ…

କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ…

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ…

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି। କରୋନା ସଂକ୍ରମିତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ଫାଭିପିରାଭିର ଟାବ୍‌ଲେଟ(ଫାବିମାକ୍ସ-୪୦୦), ଭିଟାମିନ-ସି, ଆଜିଥ୍ରୋମାଇସିନ୍‌ ଭଳି ୯…

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକସନର…

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ…

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ…

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍‌ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ ରାଜ୍ୟର…

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ ନା ଗାଁ ନାଁ ସହର। କୋଭିଡ କଟକଣା ପାଇଁ ଫିକା ପଡିଛି ରଜ ସଜବାଜ।…

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?