ମେଟ୍ରୋ

ରାଜଧାନୀରେ ଡବଲ ହେଲ୍‌ମେଟ୍‌ ଚେକିଂ: ୫୦ରୁ ଊର୍ଦ୍ଧ୍ୱ ଅମାନିଆ ଜରିମାନା ଗଣିଲେ

ଭୁବନେଶ୍ୱର,୨।୧(ବ୍ୟୁରୋ): କିଛିଦିନର ନିସ୍ତାର ଓ ସଚେତନତା ପରେ ଜାନୁୟାରୀ ୧ରୁ ଡବଲ ହେଲମେଟ୍‌ ଚେକିଂ ଆରମ୍ଭ ହୋଇଛି। ବାଇକ ଚଲାଇବା ସମୟରେ ଚାଳକ ଓ ପଛରେ ବସିଥିବା ବ୍ୟକ୍ତି ହେଲ୍‌ମେଟ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏନେଇ ଶୁକ୍ରବାର ରାଜଧାନୀର ବିଭିନ୍ନ...

ମହିଳା କଏଦୀ ବିକିବେ ଖାଦ୍ୟସାମଗ୍ରୀ

ଭୁବନେଶ୍ୱର,୨।୧(ବ୍ୟୁରୋ): ଝାରପଡା ସ୍ବତନ୍ତ୍ର ଜେଲରେ ରହୁଥିବା ବିଚାରାଧୀନ ମହିଳା କଏଦୀମାନେ ବିଭିନ୍ନ ଖାଦ୍ୟସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ହଳଦୀ, ଅଟା, ବେସନ ଓ ମୁଢ଼ି ଆଦି ସାମଗ୍ରୀ ତିଆରି କରୁଛନ୍ତି। ଏହାର ବିକ୍ରି ନିମନ୍ତେ ଜେଲ ବାହାରେ କାରାଗାର...

ପୁରୀରେ ହେଉ ଅନ୍ତର୍ଜାତୀୟ ବିମାନବନ୍ଦର

ଭୁବନେଶ୍ୱର,୨।୧(ବ୍ୟୁରୋ): ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପବିତ୍ର ପୁରୀ ଧାମରେ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

ଶନିବାରଠାରୁ ଡ୍ରାଏ ରନ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣର ଡ୍ରାଏ ରନ ଶନିବାର ହେବ । ପ୍ରକୃତ ଟିକା ଆସିବା ପରେ ଲୋକଙ୍କୁ କିପରି ସୁରୁଖୁରୁରେ ଦିଆଯିବ, ତାର ପୂର୍ବ ଅଭ୍ୟାସ କରାଯିବ। ଏ ନେଇ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ଡିଏମ୍‌ଇଟି ସିବିକେ...

ଏଣିକି ମିସ୍‌ କଲରେ କରିପାରିବେ ଗ୍ୟାସ୍‌ ରିଫିଲିଂ

ଭୁବନେଶ୍ୱର, ୧।୧(ବ୍ୟୁରୋ): ଏଣିକି ଗୋଟିଏ ମିସ୍‌ କଲରେ ଏଲ୍‌ପିଜି ରିଫିଲିଂ ହେବ । ବୁକିଂ ହେଉ ଅବା ନୂଆ ପଞ୍ଜୀକରଣ ହୋଇପାରିବ। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ନୂଆ ସେବାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯେକୌଣସି...

ଗଡ଼ିଲା ଆଉ ୮୪ଟି ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ୱର, ୧।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗଡ଼ିଲା ଆଉ ୮୪ଟି ନୂଆ୧୦୮ ଆମ୍ବୁଲାନ୍ସ । ନୂଆ ବର୍ଷରେ ରାଜ୍ୟବାସୀଙ୍କୁ ଏହି ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଏହାର ଉଦ୍‌ଘାଟନ କରିଛନ୍ତି । ନିଜସ୍ବ...

ବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି ଦିଆଯାଇଛି। ଏହା ସହିତ ତାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସ୍ବତନ୍ତ୍ର...

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୯ ଜଣ...

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସୁରେଶ କୁମାର ମହାପାତ୍ର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଥିଲେ। ଜାନୁୟାରୀ ୧ରେ ଅର୍ଥାତ...

ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର...

ବଡ଼କୁ ଛାଡ଼ି ଛୋଟଙ୍କୁ ଧରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧ା୧(ବ୍ୟୁରୋ):୨୦ବର୍ଷ ଧରି ସରକାର ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି ା ଏବେ କେବଳ ବାହା ବାହା ନେବା ପାଇଁ ସମ୍ପତ୍ତି ତାଲିକା କଥା ଉଠାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ା ପୂର୍ବରୁ ଗେଜେଟେଡ୍‌ ସରକାରୀ ଅଧିକାରୀଙ୍କ ସମ୍ପତ୍ତି...

୩ ବର୍ଷରେ ୭୫୦ ସଡ଼କ ଦୁର୍ଘଟଣା, ୨୬୪ ମୃତ

ଖୋର୍ଦ୍ଧା ଅଫିସ, ୧ା୧:ରାଜ୍ୟରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ତାଳଦେଇ ମୃତ୍ୟୁହାର ମଧ୍ୟ ବଢିଚାଲିଛି। ସଡ଼କ ଦୁର୍ଘଟଣା ନିୟନ୍ତ୍ରଣ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ନୂତନ ମୋଟରଯାନ ସଂଶୋଧନ ଆଇନ ୨୦୧୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri