ମେଟ୍ରୋ

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍‌ରେ ଚଢ଼ାଉ କରାଯାଇ…

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍‌ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ…

ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି…

ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି ମାତ୍ର ୭୨ ଟଙ୍କା ବୃଦ୍ଧି କରାଯାଇଥିବାବେଳେ ଅଣଧାନ ଫସଲ ରାଶି, ବିରି, ଚିନାବାଦାମ, ଯଅ,…

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି କାର୍ଯ୍ୟ…

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ ମେ…

୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଛି ସ୍ଲଟ୍‌ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ସ୍ଲଟ୍‌ ବୁକିଂ କରି ପାରିବେ। ଏନେଇ ଶୁକ୍ରବାର…

ଟିକା ନେଲେ ହୋମ୍‌ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍‌ ଡେଲିଭରି ବୟଙ୍କ ଟିକାକରଣ ଆରମ୍ଭ କରାଯାଇଛି। ଗଜପତି ନଗର ସ୍ଥିତ ସପ୍ତମ ବାଟାଲିୟନ ୟୁପିଏମ୍‌ଇ ସ୍କୁଲରେ…

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ ଲୁଚାଛପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?