ମେଟ୍ରୋ

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ…

ଖୋଲା ରହିବ କୃଷି ଉପକରଣ ଦୋକାନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍‌ଡାଉନ ଏବଂ ଶଟ୍‌ଡାଉନ ସମୟରେ ବିହନ, ସାର, କୃଷି ଉପକରଣ ଏବଂ କୃଷି ଯନ୍ତ୍ରପାତି ଦୋକାନ ସାଧାରଣ ସମୟ ଭଳି ଖୋଲା ରହିବ।…

ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ ମଧ୍ୟରେ ଲୁହାପଥର ଦର ପ୍ରାୟ ୫ ଗୁଣାରୁ ଅଧିକ ବଢ଼ିଛି। କରୋନା ମହାମାରୀ ପ୍ରଭାବରେ…

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍‌ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ ନେଇ ଲୋକେ ଆତଙ୍କ ଓ ଆଶଙ୍କା ଭିତରେ ରହୁଥିବାବେଳେ ‘ଷ୍ଟପ୍‌ କରୋନା’ ନାମକ ଔଷଧ…

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ…

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୨୨୭୮ଟି ହେଉଛି…

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ ତାରିଖରେ ଏହି ଟ୍ରିବ୍ୟୁନାଲ ଗଠନ କରିଥିଲେ। ୩ ବର୍ଷ ଧାର୍ଯ୍ୟ ସମୟ…

ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ…

ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ…

ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍‌ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ ଟେକ୍ନିସିଆନ…

‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍‌’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?