ମେଟ୍ରୋ

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି। କଳାହାଣ୍ଡି ଓ ନୂଆପଡ଼ା ଜିଲା ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ୧୭୪.୫ କିଲୋମିଟର…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି…

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ…

ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ କେତେକ…

ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ…

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି…

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୧୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭ ଜଣ…

୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି ସ୍ଥାନରେ…

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା…

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ମୁକାବିଲା…

ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୦୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ୍‌ ୮୧,୫୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?