‘ମତ୍ସ୍ୟ ଉତ୍ପାଦନ ବୃଦ୍ଧି ସୁଯୋଗ ଅଛି’
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ବୃଦ୍ଧିର ବ୍ୟାପକ ସୁଯୋଗ ରହିଛି। ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବା ବେଳେ ମାଛଚାଷ ଏଥିରେ ସହାୟକ ହୋଇପାରୁଛି…
ମହାପ୍ରଭୁଙ୍କ ଜମି ବିକ୍ରିରୁ ସରକାର ନିବୃତ ରୁହନ୍ତୁ: ଭାଜପା
ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟ ସରକାର ନବକଳେବର ସମୟରେ ବ୍ରହ୍ମ ବିଭ୍ରାଟ କଲେ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜାଇ କୋଟି କୋଟି ଟଙ୍କାର ଧନସମ୍ପତ୍ତି ଲୁଟ୍ କଲେ। ଗରିବ ଭକ୍ତଙ୍କ ରହିବା ପାଇଁ ଉଦ୍ଦିଷ୍ଟ ବଗଲା ଧର୍ମଶାଳାକୁ ବିକ୍ରି କରିଦେଲେ। ସୌନ୍ଦର୍ଯ୍ୟକରଣ ନାଁରେ ମନ୍ଦିର,…
ଟେଲିଫୋନ୍ ଆସିଲାଣି
ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗତ ୧୬ ତାରିଖରେ ଘର ଜବର ଦଖଲକୁ ନେଇ ଘଟିଥିବା ଗଣ୍ଡଗୋଳ ଘଟଣା ବର୍ତ୍ତମାନ ବିଭିନ୍ନ ସ୍ତରରେ ହଟଚମଟ ଆରମ୍ଭ କରିଦେଲାଣି। ସବୁ ନେତାଙ୍କ ଘରେ ଏବେ ଏଇ ଗୋଟିଏ ଚର୍ଚ୍ଚା। କାରଣ ଘଟଣାରେ ପୂର୍ବତନ ବିଧାୟକ…
‘ନିଜ ଦାୟିତ୍ୱରୁ ପଳାୟନ କରୁଛନ୍ତି ସରକାର’
ଭୁବନେଶ୍ୱର,୧୯।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦି ଦେଇ ରାଜ୍ୟ ସରକାର ନିଜ ଦାୟିତ୍ୱରୁ ଖସି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସୁନ୍ଦରଗଡର ୩ ଭାଜପା ବିଧାୟକ ଅଭିଯୋଗ କରିଛନ୍ତି। ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ, ବୀରମିତ୍ରପୁର…
କେତେ ସଫେଇ ଦେବେ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି କରିବାକୁ ଯୋଜନା କରାଯାଉଛି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ମାର୍ଚ୍ଚ ୧୬ରେ ବିଧାନସଭାରେ ଏକଥା କହିଛନ୍ତି। ଏ…
ବଢ଼ିବ ବିଦ୍ୟୁତ୍ ଦର
ଭୁବନେଶ୍ୱର, ୧୯ା୩(ବ୍ୟୁରୋ):ପୁଣି ବିଦ୍ୟୁତ୍ ଦର ବଢ଼ିବ। ରାଜ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି) ନିକଟରେ ଆବେଦନ କରିଛି। ଯୁନିଟ୍ ପିଛା ଦେଢ଼ ଟଙ୍କା ବୃଦ୍ଧି କରିବାକୁ ଏଥିରେ…
ଟିକା ନେଲେ ଲିଙ୍ଗରାଜ ମନ୍ଦିର ସେବାୟତ
ଭୁବନେଶ୍ୱର, ୧୮।୩ (ବ୍ୟୁରେ) : ଶ୍ରୀ ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ଟିକାକରଣ ଗୁରୁବାରଠାରୁ ଆରମ୍ଭ ହୋଇଛି। ମନ୍ଦିର ନିକଟ ବିଏମ୍ସି ହସ୍ପିଟାଲ ଟିକାକରଣ କେନ୍ଦ୍ରରେ ପ୍ରଥମ ଦିନରେ ୨ଜଣ ସେବାୟତ ଟିକା ନେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଜାରି…
ଭାଜପାର ଜିଦ୍ ପରେ ନବୀନ ନିବାସ ବାହାରକୁ ଆସିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ନିବାସରୁ ବାହାରକୁ ଆସି ଆନ୍ଦୋଳନରତ ଭାଜପା ସଦସ୍ୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଶାସକ ଦଳର ନେତା ନବୀନ ପଟ୍ଟନାୟକ। ସେ ଧାରଣାସ୍ଥଳରେ ପହଞ୍ଚି ବିଧାୟକମାନଙ୍କ ସହ କଥା ହେବା ସହ ସେମାନଙ୍କୁ ଡାକି ଭିତରକୁ ନେଇଥିବା ଦେଖାଯାଇଛି। ପ୍ରଥମ ଥର…
ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା
ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ ନବୀନ ନିବାସକୁ ଭାଜପା ବିଧାୟକମାନେ ଶୋଭାଯାତ୍ରାରେ ବାହାରିଛନ୍ତି। ଅପରପକ୍ଷେ ବିଜେଡି ବିଧାୟକମାନେ ତାଙ୍କ ପଛରେ…
ଜିଦ୍ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ଗୋଟିଏ ପଟେ ଧାନ କିଣା ଅବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଏବଂ…
ଆଜି ରାଜ୍ୟରୁ ୮୪ ପଜିଟିଭ୍ ଚିହ୍ନଟ, କଟକରେ ସର୍ବାଧିକ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୯ ଜଣ ଚିହ୍ନଟ…
ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ
ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ପରିଚୟ ଖୋଜି ପାଉନି। ମାସେ ଧରି ଘଟଣାକୁ ଚାପି ଦେଇଥିବାରୁ ଖୋଦ୍ ପୋଲିସ…
Archives


