ମେଟ୍ରୋ

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜଙ୍ଗଲ ସଫା ହେଉଥିବାରୁ ରାଜ୍ୟକୁ ପ୍ରତ୍ୟେକ ବର୍ଷ ବନ୍ୟା,…

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ…

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ…

ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା ସ୍ବପ୍ନ…

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ ଗହଳି…

୧୯ ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍‌ଟ୍ରେଟର ଯୋଗାଇ ଦିଆଯିବ ବୋଲି…

ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି ଚିନ୍ତା…

କରୋନାରୁ ସୁସ୍ଥ ହୃଦ୍‌ରୋଗୀ ହାର୍ଟ ଚେକ୍‌ ଅପ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍‌ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ…

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ ମିଳିଛି। ତାମିଲନାଡୁର ଥେନିସ୍ଥିତ ଏହି ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ଦେଶର ବରିଷ୍ଠ ତଥା ବିଶିଷ୍ଟ ଡାକ୍ତର,…

ଉତ୍କଳିକାର ୱେବ୍‌ସାଇଟ୍‌ ଲୋକାର୍ପିତ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?