ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା
ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ ଟ୍ରେନ୍ ଲାଇନରେ ଶୋଇଲେ ମୁଁ ତୋ ସହ ଟ୍ରେନ୍ ଲାଇନ୍ରେ ଶୋଇବି।’ ପ୍ରେମିକାର ଏଭଳି…
ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ
ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ। ଓଡ଼ିଶାରେ ମଧ୍ୟ ସେମିନାର, ୱେବିନାର୍, ପ୍ରତିଯୋଗିତା,…
୭ରୁ ପ୍ରାକ୍ ମୌସୁମୀ ବର୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଥିଲା। ତେବେ ଆଗକୁ ପାରଦ ତଳକୁ ଖସିବ। ଆସନ୍ତା ୧୧ ତାରିଖରେ…
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ…
ବଜାରରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ…
୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍ ଟିକା ୮ରୁ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା…
ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍ ଇକୋ ପକ୍ଷରୁ ଅନ୍ଲାଇନ୍ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି ରାମକୃଷ୍ଣ ଦାଶ ପୌରହିତ୍ୟ କରିଥିଲେ। ରୋଟାରୀ ୩୨୬୨ ଜିଲାର ଗଭର୍ନର ସୌମ୍ୟ ରଞ୍ଜନ ମିଶ୍ର…
ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍ କଟକଣା ଭିତରେ ହାତବାନ୍ଧି ବସିଥିବା ଶିଳ୍ପୀ ଓ ବୁଣାକାରମାନେ ଜୀବନଜୀବିକାକୁ ନେଇ ଚିନ୍ତିତ ହୋଇପଡିଛନ୍ତି।…
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ…
ଅନ୍ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ
ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ ଅର୍ଥ…
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି…

