ଘର ଦଖଲକୁ କେନ୍ଦ୍ର କରି ତୁମୁଳକାଣ୍ଡ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ଏନ୍-୩ରେ ଏକ ଘର ଦଖଲକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ତୁମୁଳକାଣ୍ଡ ଘଟିଛି। ଜଣେ ବିଧାୟକଙ୍କ ସମ୍ପର୍କୀୟ ଘର କିଣିବାପରେ ସେଠାରେ ରହୁଥିବା ଭଡ଼ାଟିଆ ଘର ଖାଲି ନ କରିବାରୁ ଉଭୟଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି…
ପୋଲିସକୁ ମହିଳା କମିଶନଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୭।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ଏକ ଜବତ କାର୍ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାରେ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତି ବେହେରା ମଙ୍ଗଳବାର କମିଶନରେଟ ପୋଲିସକୁ ରିପୋର୍ଟ ତଲବ କରିଛନ୍ତି। ଘଟଣାର ତଦନ୍ତ…
୧.୨୪ ଲକ୍ଷ ଲୋକଙ୍କର ଛାତଘର ନାହିଁ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସହରଞ୍ଚଳରେ ବାସଗୃହ ଯୋଗାଇ ଦେବାକୁ ଚଳିତ ବଜେଟରେ ୩୧୭.୭୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…
ଫେଲ୍ ମାରିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ଧାନ ପ୍ରସଙ୍ଗ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ। ନଚେତ୍ ବିଧାନସଭା ଚଳାଇ ଦିଆଯିବ…
ଯାଜପୁର ଆଇଟିଆଇରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଯାଜପୁରସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଥର୍ମାଲ କଟିଂ ଏବଂ ୱେଲ୍ଡିଂ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୫.୨୫ କୋଟି ଟଙ୍କା ବ୍ୟୟରେ ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକାରୀ ହେବ। ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା…
‘ନୂତନ ପଦ୍ଧତି ଆପଣାଇଲେ କୃଷିର ବିକାଶ ହେବ’
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର ଆହ୍ବାନ ହେଲା ପରିବର୍ତ୍ତିତ ପରିସ୍ଥିତିରେ ନୂତନ ବ୍ୟବସ୍ଥାକୁ ଆପଣାଇବା ଦରକାର। ଜଳବାୟୁ ପରିବର୍ତ୍ତନ ଓ…
୪୫୦ କୋଟିର ଅଡିଟ୍ ଲାଗି ଦାବି କଲା ବିଜଓ୍ବୋଇଏମ୍
ଭୁବନେଶ୍ୱର, ୧୭ା୩(ବ୍ୟୁରୋ): ଗତ ୨୦୧୯ ସାଧାରଣ ନିର୍ବାଚନ ଜିତିବା ପାଇଁ ଶାସକ ବିଜେଡି କୋଟି କୋଟି ଟଙ୍କା ବ୍ୟୟ କରି ବିଜୁଯୁବ ବାହିନୀ ଗଠନ କରିଥିଲେ ା ଓଡିଶା ଲୋକଙ୍କ ଝାଳବୁହା ଓ କରଦାତାଙ୍କ ଟିକସ ଅର୍ଥରେ ନିଜ ରାଜନୈତିକ ଫାଇଦା…
ମେଡିକାଲ କଲେଜରେ ପରିଣତ ପାଇଁ ଦାବି
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ହେଲେ ଆଇଜିଏଚ୍କୁ ମେଡିକାଲ କଲେଜରେ ପରିଣତ ନ କରି କେବଳ ଏକ…
ସବୁ ଜିଲାରେ ଏନ୍ଇଇଟି ୟୁଜି ପରୀକ୍ଷା କେନ୍ଦ୍ର ହେଉ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଏନ୍ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ଜିଲାରେ ଏନ୍ଇଇଟି ୟୁଜି ପରୀକ୍ଷା କେନ୍ଦ୍ର କରିବା ନିମନ୍ତେ ଏନ୍ଟିଏକୁ ମଙ୍ଗଳବାର ରାଜ୍ୟ ସରକାର…
ଲୋକାୟୁକ୍ତରେ ରିପୋର୍ଟ ଦାଖଲ କଲା ଭିଜିଲାନ୍ସ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): କୋଭିଡ୍ ମହାମାରୀରେ ପିପିଇ କିଟ୍, ମାସ୍କ ଏବଂ ସାନିଟାଇଜର କ୍ରୟରେ ହୋଇଥିବା ଅନିୟମିତତା ପ୍ରସଙ୍ଗରେ ରାଜ୍ୟ ଭିଜିଲାନ୍ସ ମଙ୍ଗଳବାର ଲୋକାୟୁକ୍ତରେ ପ୍ରାଥମିକ ତଦନ୍ତ ରିପୋର୍ଟ ଦାଖଲ କରିଛି। ଲୋକାୟୁକ୍ତର ତିନିଜଣିଆ ସ୍ବତନ୍ତ୍ର ଖଣ୍ଡପୀଠ ଆସନ୍ତା ୨୬ ତାରିଖରେ ମାମଲାର…
ରାଜଧାନୀରେ ଫାଟିଲା ଟ୍ରାନ୍ସଫର୍ମର, ୪ ଗୁରୁତର
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଓମ୍ଫେଡ ଅଫିସ ଗେଟ ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବୁଧବାର ସକାଳେ ଫାଟିଯାଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ଟ୍ରାନ୍ସଫର୍ମର ତଳେ ଥିବା ଏକ ଜଳଖିଆ ଦୋକାନ ଦେଇଥିବା…
ଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି ହେବ
ଭୁବନେଶ୍ୱର, ୧୭ା୩ (ବ୍ୟୁରୋ): ଓଡ଼ିଶା ଓ ଅନ୍ୟ ୬ ରାଜ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ୩୫,୨୭୨ ଏକର ଜମିକୁ ବିକ୍ରି କରାଯିବା ନିମନ୍ତେ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କ ଏକ ପ୍ରଶ୍ନର…
Archives


