ମେଟ୍ରୋ

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୩୯୮ଟି ହେଉଛି…

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା,…

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ…

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା…

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର…

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍‌. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ ଓ୍ବେଲନେସ୍‌ ଗ୍ରୁପ୍‌ ପକ୍ଷରୁ (ଓଏସ୍‌ଏ-ଏଚ୍‌ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର…

‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି।…

ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶରେ ଜରାଶ୍ରମ ଅନ୍ତେବାସୀଙ୍କୁ…

ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍‌-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍‌ଘାଟନ କରିଛନ୍ତି । ଉପଭୋକ୍ତାଙ୍କୁ ତୈଳ ଓ ଗ୍ୟାସ ବିତରଣ କରୁଥିବା କୋଭିଡ୍‌ ଯୋଦ୍ଧା ଓ ସେମାନଙ୍କ…

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ, ଶଟ୍‌ଡାଉନ, ତୈଳଦର ବୃଦ୍ଧି, ଯାତ୍ରୀସଂଖ୍ୟା ହ୍ରାସ ଆଦି ସମସ୍ୟା ନେଇ ରାଜ୍ୟର ୧୪ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?