ଶିଶିର କୁମାର ରଥ ନୂଆ ପିସିସିଏଫ୍
ଭୁବନେଶ୍ୱର, ୧୮।୩(ବ୍ୟୁରୋ): ବରିଷ୍ଠ ଆଇଏଫ୍ଏସ୍ ଅଫିସର ଶିଶିର କୁମାର ରଥଙ୍କୁ ରାଜ୍ୟ ସରକାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍) ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ସେ ରାଜ୍ୟର…
‘ଲକ୍ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି ଭାବେ…
ଧାନ କିଣ, କ୍ଷମା ମାଗ
ଭୁବନେଶ୍ୱର,୧୮।୩(ବ୍ୟୁରୋ):ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। କେହି ନିଜ ଜିଦ୍ରୁ ହଟିବାକୁ ରାଜି ନୁହନ୍ତି। ବିରୋଧୀ -ଶାସକଙ୍କ ହଙ୍ଗାମା ଯୋଗୁ ବିଧାନସଭା ଲଗାତର ୫ ଦିନ…
ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍, କୋଭିଡ୍ କଟକଣାରେ ହେବ ନିର୍ବାଚନ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍ କରାଯାଉଛି ବୋଲି…
ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ ପହଞ୍ଚିଛିି।…
ଶିକ୍ଷା ବର୍ଷ ଆରମ୍ଭରୁ ରିଭିଜନ୍ କ୍ଲାସ୍, ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପଢ଼ିବେ ପୁରୁଣା ପାଠ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ଶିକ୍ଷା ବର୍ଷ ଆରମ୍ଭରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରିଭିଜନ କ୍ଲାସ ହେବ। ୨ରୁ ୩ ମାସ ପର୍ଯ୍ୟନ୍ତ ପୁରୁଣା କ୍ଲାସର ପାଠ ରିଭିଜନ କରାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ସ୍ତର ବୃଦ୍ଧି ପାଇଁ ସ୍କୁଲ ଓ…
ଆଚରଣଗତ ପରିବର୍ତ୍ତନ ପାଇଁ ନିୟୋଜିତ ୨୧୬୮ ସ୍ବଚ୍ଛସାଥୀ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସହରାଞ୍ଚଳରେ ପରିମଳ ପରିଚାଳନା ବିଶେଷକରି କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମେନ୍ତ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ସହରରେ ଥିବା ପ୍ରତିଟି ଘରୁ, ଦୋକାନ ବଜାର, ଅନୁଷ୍ଠାନ,ପ୍ରତିଷ୍ଠାନ ଆଦିରୁ ଓଦା ଏବଂ ଶୁଖିଲା ବର୍ଜ୍ୟବସ୍ତୁ ଅଲଗା ଅଲଗା ଭାବେ ସଂଗ୍ରହ ଉପରେ ଗୁରୁତ୍ୱ…
ଘର ଦଖଲକୁ କେନ୍ଦ୍ର କରି ତୁମୁଳକାଣ୍ଡ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ଏନ୍-୩ରେ ଏକ ଘର ଦଖଲକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ତୁମୁଳକାଣ୍ଡ ଘଟିଛି। ଜଣେ ବିଧାୟକଙ୍କ ସମ୍ପର୍କୀୟ ଘର କିଣିବାପରେ ସେଠାରେ ରହୁଥିବା ଭଡ଼ାଟିଆ ଘର ଖାଲି ନ କରିବାରୁ ଉଭୟଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି…
ପୋଲିସକୁ ମହିଳା କମିଶନଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୭।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ଏକ ଜବତ କାର୍ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାରେ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତି ବେହେରା ମଙ୍ଗଳବାର କମିଶନରେଟ ପୋଲିସକୁ ରିପୋର୍ଟ ତଲବ କରିଛନ୍ତି। ଘଟଣାର ତଦନ୍ତ…
୧.୨୪ ଲକ୍ଷ ଲୋକଙ୍କର ଛାତଘର ନାହିଁ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସହରଞ୍ଚଳରେ ବାସଗୃହ ଯୋଗାଇ ଦେବାକୁ ଚଳିତ ବଜେଟରେ ୩୧୭.୭୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…
ଫେଲ୍ ମାରିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ଧାନ ପ୍ରସଙ୍ଗ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ। ନଚେତ୍ ବିଧାନସଭା ଚଳାଇ ଦିଆଯିବ…
ଯାଜପୁର ଆଇଟିଆଇରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଯାଜପୁରସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଥର୍ମାଲ କଟିଂ ଏବଂ ୱେଲ୍ଡିଂ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୫.୨୫ କୋଟି ଟଙ୍କା ବ୍ୟୟରେ ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକାରୀ ହେବ। ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା…
Archives


