ମେଟ୍ରୋ

ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ…

ଅଟକିଲା ବର୍ଦ୍ଧିତ ହୋଲ୍‌ଡିଂ ଟିକସ

ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏଭଳି…

ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ‌

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ବିଏମ୍‌ସିର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ପ୍ରକାଶ ଯେ, ହୋଲ୍ଡିଂ…

ରବିବାର ଛାଡ଼ି ସବୁଦିନ ଟିକାକରଣ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଏଥର ରବିବାର ଓ ଛୁଟିଦିନକୁ ଛାଡ଼ି ସବୁଦିନ ଟିକାକରଣ କରାଯିବ ବୋଲି ସୋମବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ରାଜ୍ୟରେ ପ୍ରତିଦିନ ୧ ଲକ୍ଷ ବରିଷ୍ଠ ନାଗରିକଙ୍କୁ ଟିକା ପ୍ରଦାନ କରାଯିବା ନେଇ…

ଆଜି ରାଜ୍ୟରୁ ୬୬ ପଜିଟିଭ୍‌ ଚିହ୍ନଟ, ବରଗଡ଼ ଆଗରେ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୬୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୨୫୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ…

୧୨ ବର୍ଷ ପରେ ଗିରଫ ହେଲେ ଶେଷ ଅଭିଯୁକ୍ତ

ଭୁବନେଶ୍ୱର,୧୫।୩(ବ୍ୟୁରୋ):ବହୁଚର୍ଚ୍ଚିତ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ଘଟଣାର ୧୨ ବର୍ଷ ପରେ ଶେଷ ଅଭିଯୁକ୍ତ ଶେଷରେ ଧରାପଡ଼ିଛନ୍ତି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳରୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଲିଟୁଆ ଓରଫ…

ଓଡ଼ିଶାରୁ ରାମମନ୍ଦିର ଲାଗି ୪୨ କୋଟି ନିଧି ସଂଗ୍ରହ

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ଦୀର୍ଘ ୫୦୦ ବର୍ଷର ସଂଘର୍ଷମୟ କାଳଖଣ୍ଡର ଅବସାନ ଘଟାଇ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶ କ୍ରମେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ପଥ ପରିଷ୍କାର ହୋଇଥିଲା। ମନ୍ଦିର ନିର୍ମାଣ ଓ ସୁପରିଚାଳନା ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଭାରତ…

କ୍ଷମା ମାଗିଲେ ଅସୁବିଧା କେଉଁଠି: ବାଚସ୍ପତି

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ବିଧାନସଭାରେ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ ନେଇ ୨ ଦିନ ହେଲା ଗୃହରେ ହୋହଲ୍ଲା ଜାରି ରହିବା ସାଙ୍ଗକୁ ବାରମ୍ବାର ଗୃହ ମୁଲତବୀ ହେଉଛି। ପ୍ରଥମେ ବିରୋଧୀ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ନେଇ…

‘ଜଙ୍ଗଲ ନିଆଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’

ଭୁବନେଶ୍ୱର,୧୫।୩(ବ୍ୟୁରୋ):ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି। ରାଜ୍ୟ ସରକାର ତୁରନ୍ତ ଓ ସକ୍ରିୟ ପଦକ୍ଷେପ ନେଇଥିବାବେଳେ ସ୍ଥାନୀୟ ଜନସାଧାରଣଙ୍କ ସମସ୍ତ ପ୍ରକାର ନିରନ୍ତର ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଫରେଷ୍ଟ ଫାୟାର…

ଧମକାଉଛି ବିଏମ୍‌ସି

ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କ ଉପରେ ଦିନକୁ ଦିନ ଚାପ ବଢ଼ାଇବାରେ ଲାଗିଛି। ଲୋକଙ୍କ ବିରୋଧ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ହୋଲ୍‌ଡିଂ ଟିକସ ଖିଲାପକାରୀଙ୍କ ଘର ସିଲ୍‌ କରିବାକୁ ବସିଲାଣି ବିଏମ୍‌ସି। ନିୟମିତ…

‘ଟଳିନି ବିପଦ, ସତର୍କ ରୁହ’

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। କେରଳ, ମହାରାଷ୍ଟ୍ର, ଛତିଶଗଡ଼, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣାରେ ସଂକ୍ରମଣ ଉପରମୁହାଁ ରହିଛି। ଏଠାରେ କରୋନାର ନୂଆ ରୂପ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଏହି ମହାମାରୀ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri