ମେଟ୍ରୋ

ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ଜିଲାବାସୀଙ୍କୁ ଭେଟିଦେଲେ ୪ ହଜାର କୋଟିର ପ୍ରକଳ୍ପ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆପଡ଼ା ଓ ବଲାଙ୍ଗୀର ଜିଲାର ଚାଷଜମିକୁ ଜଳସେଚନ ସୁବିଧା ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଦ୍ୱାରା…

ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଏପ୍ରିଲରୁ ରବିବାର କ୍ଲାସ ବନ୍ଦ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ସ୍କୁଲରେ ଆଉ ରବିବାର ପାଠପଢ଼ା ହେବ ନାହିଁ। ଏ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାସ କହିଛନ୍ତି ଯେ, ଏପ୍ରଲରୁ ରିଭିଜନ କ୍ଲାସ ଚାଲିବ।…

‘ସ୍କୁଲରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ ହେଉ’

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ କରିବା ଦାବିରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ମଙ୍ଗଳବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମହାସଂଘ କର୍ମକର୍ତ୍ତା କହିଛନ୍ତି, ସ୍କୁଲରେ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ବିନା ଗୁଣାତ୍ମକ ଶିକ୍ଷାର…

ଆସିଲା ୯,୦୪,୧୮୦ କୋଭିଶିିଲ୍ଡ ଟିକା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟିକାକରଣ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଯେଉଁଥିରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଏବଂ ୪୫ରୁ ୫୯ ବର୍ଷ ମଧ୍ୟରେ ଥିବା ବହୁବିଧ ରୋଗୀଙ୍କୁ ଟିକା…

କିଟ୍‌, କିସ୍‌ ମହିଳା କର୍ମଚାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): କିଟ୍‌ ଅନୁଷ୍ଠାନ ସମୂହ ଓ କିସ୍‌ରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀଙ୍କୁ କିଟ୍‌ ପକ୍ଷରୁ ମାଗଣା କୋଭିଡ୍‌ ଟିକା ଯୋଗାଇ ଦିଆଯିବ। ଏ ନେଇ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୋମବାର ଆନ୍ତର୍ଜାତିକ ମହିଳା ଦିବସ…

ଜିଦ୍‌ରେ ଅଟଳ ୨ସେବାୟତ ନିଯୋଗ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୧୦ା୩ : ଗୁରୁବାର ଜାଗର। ଏଥିପାଇଁ ଶୈବପୀଠ ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିନ୍ତୁ ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିରର ୨ନିଯୋଗ ବିଭିନ୍ନ ଦାବି ପୂରଣ ନେଇ ଅଡ଼ି ବସିଛନ୍ତି। ଦାବି ପୂରଣ ନ ହେଲେ…

ଭିଜିବୁଲ ପୋଲିସିଂ, କୁଇକ୍‌ ରେସ୍ପନ୍ସକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନ୍‌ ସିଟିର ଅଷ୍ଟମ ପୋଲିସ କମିଶନର ଭାବେ ୧୯୯୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅତିରିକ୍ତ କମିଶନର ରେଖା ଲୋହାନୀ ସୌମେନ୍ଦ୍ରଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ପ୍ରଦାନ କରିଥିଲେ। ଦାୟିତ୍ୱ ନେବା…

ରାଜଧାନୀରେ ହେବ ‘କଲ୍‌ଚରାଲ କରିଡର’

ଭୁବନେଶ୍ୱର, ୧୦।୩ (ବ୍ୟୁରୋ): ଓଡ଼ିଶାର କଳା ଓ ସଂସ୍କୃତିର ବ୍ୟାପକ ପ୍ରଚାର ପ୍ରସାର ସହ ରାଜଧାନୀ ଭୁବନେଶ୍ୱରକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନେକ ସୃଜନଶୀଳ ପ୍ରକଳ୍ପ ହାତକୁ ନିଆଯାଇଛି। ଏହି…

୧୨ରେ ୫ ଜିଲାରେ ବର୍ଷା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଯଦିଓ ଅପରାହ୍ନରେ ତାତି ରହୁଛି କିନ୍ତୁ ତାପମାତ୍ରା ପୂର୍ବାପେକ୍ଷା କମ୍‌ ରହିଛି। ଗତ ତିନିଦିନ ହେବ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ତେବେ ଆସନ୍ତା ୧୨ ତାରିଖରେ ବିଭିନ୍ନ…

ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି ସରକାର ଏହାକୁ ପ୍ରତ୍ୟାହାର ନ କରନ୍ତି, ତାହାହେଲେ ଆଗାମୀ ଦିନରେ ବିଏମ୍‌ସି ଅଫିସ ଘେରାଉ…

ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟ ସରକାର ଡାଉନ୍‌ଷ୍ଟ୍ରିମ୍‌ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରି ପାଇଁ ପାରାଦୀପଠାରେ ଏକ ଶିଳ୍ପ ପାର୍କର ବିକାଶ କରୁଛନ୍ତି। ପାରାଦୀପଠାରେ ହେବାକୁ ଥିବା ଏହି ପ୍ଲାଷ୍ଟିକ ପାର୍କର ବିକାଶ ରାଜ୍ୟ ଓ କେନ୍ଦ୍ର ସହଭାଗିତାରେ ହେବ। ଏ ନେଇ ମଙ୍ଗଳବାର ଭର୍ଚୁଆଲ ପ୍ଲାଟଫର୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri