୪ ଦିନ ବ୍ୟାଙ୍କ ବନ୍ଦ ରହିବ
ଭୁବନେଶ୍ୱର,୧୦ା୩: ଗତ ବଜେଟ ସମୟରେ କେନ୍ଦ୍ର ସରକାର କିଛି ଜାତୀୟକରଣ ବ୍ୟାଙ୍କକୁ ଘରୋଇକରଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିର ପ୍ରତିବାଦରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ (ୟୁଏଫବିୟୁ) ପକ୍ଷରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟର ଡାକରା…
ଓଜେଏସ୍ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା
ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ଜଣ ମହିଳା ରହିଛନ୍ତି। ଏହି ୪୭ଜଣ ରାଜ୍ୟରେ…
‘ଅଧିକ ଲୋକ, ମେଶିନ ନିୟୋଜନ କର’
ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ସରକାର ଏବେ ତତ୍ପରତା ଦେଖାଉଛନ୍ତି। ପ୍ରତିଦିନ ଏନେଇ ସମୀକ୍ଷା ମଧ୍ୟ କରାଯାଉଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବନାଗ୍ନି ପରିସ୍ଥିତିର ସମୀକ୍ଷା କରି ଅଗ୍ନି…
ହାଇକୋର୍ଟରେ ପିଆଇଏଲ୍
କଟକ ଅଫିସ୍, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…
ଜାଗର ପାଇଁ କଟକଣା: ମନ୍ଦିର ଭିତରେ ବାହାରେ ହେବନି ଗହଳି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଉ ମାତ୍ର ଦିନକ ପରେ ଜାଗର । ଏଥିନିମନ୍ତେ ପ୍ରାକ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର…
ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…
ଭୁବନେଶ୍ୱରରେ ଏନ୍ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ
ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି…
ଦୁର୍ଘଟଣା ଯୋଗୁ ପ୍ରତିବର୍ଷ ୪ ଲକ୍ଷ କୋଟି କ୍ଷତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାସ୍ତା ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରୋକିବା ନିମନ୍ତେ ସଡ଼କ ନିରାପତ୍ତା ନିୟମର କଡ଼ାକଡ଼ି ପ୍ରବର୍ତ୍ତନ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଏବଂ ଆର୍ଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏକ ଉଚ୍ଚସ୍ତରୀୟ…
ସତେଜ କାରବାର ପୁଣି ଫେରିଛି
ବ୍ୟବସାୟ ପ୍ରବହମାନ ଜଳ ସଦୃଶ। ନଦୀରେ ପାଣି କମ୍ ବେଶି ହେବା ଭଳି ବ୍ୟବସାୟ ମଧ୍ୟ ଅନେକ ଉତ୍ଥାନ ଓ ପତନ ଦେଇ ଗତି କରିଥାଏ। କରୋନା କିଛି ସମୟ ବ୍ୟବସାୟିକ ଭଟ୍ଟାର କାରଣ ସାଜିଥିଲେ ହେଁ ସକାରାତ୍ମକ ଭାବେ ଗ୍ରହଣ…
ଲକ୍ଷ୍ୟ ହାସଲ ପାଇଁ ମାର୍ଗଦର୍ଶନ ଲୋଡ଼ା
କରୋନା ମହାମାରୀ ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣିଛି। ଡିଜିଟାଲ ଉପାୟରେ ଶିକ୍ଷା ପଦ୍ଧତି ବିକଶିତ ହେବା ସହ ଉଭୟ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିଜକୁ ପ୍ରସ୍ତୁତ କରିନେଇଛନ୍ତି। ସବୁ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ଥିବାବେଳେ…
ଗୌତମ ଦାସ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୯।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ର ପେପର-୧(ବିଇ/ବିଟେକ୍) ଫଳାଫଳ ସୋମବାର ପ୍ରକାଶ ପାଇଛି। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୟାଲ ନିଶଙ୍କ ଘୋଷଣା କରିବା ସହିତ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୬ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ…
Archives


