ମେଟ୍ରୋ

‘ଋତୁସ୍ରାବ ସମୟରେ ନେଇପାରିବେ କୋଭିଡ୍‌ ଟିକା’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କୁପୋଷଣରୁ କିଶୋରୀଙ୍କ ନିକଟରେ ରକ୍ତହୀନତା ଦେଖାଦେଇଥାଏ। ଅନେକ ସମୟରେ ଗର୍ଭାଶୟରେ ମଧ୍ୟ ଗୁରୁତର ସଂକ୍ରମଣ ହୋଇଥାଏ। ତେଣୁ ଉପଯୁକ୍ତ ପୁଷ୍ଟିସାଧନ ସହିତ ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ରକ୍ଷା ଉପରେ କିଶୋରୀମାନଙ୍କୁ ଗୋଷ୍ଠୀସ୍ତରରେ ବ୍ୟାପକ ଭାବେ ସଚେତନ କରିବା ଆବଶ୍ୟକ।…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍‌…

ଅନୁବାଦକ ଶୁଭେନ୍ଦୁ ମୁଣ୍ଡଙ୍କ ପରଲୋକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ବିଶିଷ୍ଟ କବି, ସାହିତି୍ୟକ, ସମାଲୋଚକ, ଅନୁବାଦକ ଓ ଭାଷାବିତ୍‌ ଡ. ଶୁଭେନ୍ଦୁ ମୁଣ୍ଡଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ୧୯୫୧ରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଜନ୍ମ ଗ୍ରହଣ କରିଥିବା ଶୁଭେନ୍ଦୁ ୧୯୭୩ରେ ଶିକ୍ଷା କ୍ଷେତ୍ରରେ ଯୋଗଦାନ…

ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ଡକାଯାଇଥିବା ଗ୍ଲୋବାଲ ଟେଣ୍ଡରକୁ ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି। ଶୁକ୍ରବାର ଟେଣ୍ଡର ଖୋଲିବା ପ୍ରକ୍ରିୟା ବନ୍ଦ କରାଯାଇଛି। ଫଳରେ ଆସନ୍ତା ଜୁନ୍‌ ୪କୁ ଏହା ଘୁଞ୍ଚାଇ ଦିଆଯାଇଛି। କୋଭିଡ୍‌…

୧ରୁ ଖୋଲିବ ଉଚ୍ଚଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଜୁନ୍‌ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ବିଭାଗ…

ସହାୟତା ରାଶି ରିଲିଫ୍‌, ପୁନରୁଦ୍ଧାର କାର୍ଯ୍ୟରେ ସହାୟକ ହେବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ର ପରବର୍ତ୍ତି ସ୍ଥିତି ଏବଂ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରେ ଆକାଶମାର୍ଗରୁ ବତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ୫୦୦ କୋଟି ଟଙ୍କା ସହାୟତା…

ୟାସ୍‌ ସହାୟତା : ଓଡ଼ିଶା ପାଇଁ ୫୦୦ କୋଟି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ…

ବାତ୍ୟା ପାଇଁ ତୁରନ୍ତ ଆର୍ଥିକ ସହାୟତା ମାଗିଲେ ନାହିଁ ରାଜ୍ୟ ସରକାର; ଏବେ ଟୁଇଟ୍‌ କରି କାରଣ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଏଥିରେ ଦାବି କରାଯାଇ ନ ଥିଲା। ଏବେ…

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ…

ସପ୍ତାହେ ପାଇଁ ଘୁଞ୍ଚିଲା ରାଜ୍ୟ ସରକାରଙ୍କ କରୋନା ଟିକା ଟେଣ୍ଡର ପ୍ରକ୍ରିୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍‌ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ…

ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?