ମେଟ୍ରୋ

ଡାକ୍ତର ନାଁରେ ସାଇବର ଠକେଇ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ପରଠାରୁ ସାଇବର ଠକମାନେ ଉତ୍ପାତ କରୁଛନ୍ତି। ବିଭିନ୍ନ ସମୟରେ ରୂପ ବଦଳାଇ ଲୋକଙ୍କ ଆକାଉଣ୍ଟରୁ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି। ଏବେ ସାଇବର ଠକମାନେ ଚିକିତ୍ସା ନାଁରେ ଡାକ୍ତର ରୂପରେ ଲୋକଙ୍କୁ ବୋକା ବନେଇ ଠକୁଛନ୍ତି। କୌଣସି…

ମିଳିପାରୁନି ସ୍ଲଟ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ଟିକାକରଣକୁ ନେଇ ବିଭିନ୍ନ ସମୟରେ ନାନା ଅଭିଯୋଗ ହେଉଛି। କେତେବେଳେ ଟୋକନ୍‌ ବଣ୍ଟାକୁ ନେଇ ତ ଆଉ କେତେବେଳେ ଗାଡ଼ିରେ ଟିକାକରଣ (ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ)କୁ ନେଇ ଚର୍ଚ୍ଚାକୁ ଆସିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।…

ଠକ କମ୍ପ୍ୟୁଟର ସଂସ୍ଥା ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୮।୫: ସାରା ରାଜ୍ୟରେ ଛତୁ ଫୁଟିଲା ପରି କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରୁଥିବା ସଂସ୍ଥା ଖୋଲିଛି। ଏହିସବୁ ସଂସ୍ଥା କେତେକ ଏନ୍‌ଜିଓ ଓ ଅଣ ଅନୁମୋଦିତ ଶିକ୍ଷାନୁଷ୍ଠାନ କେବଳ ସୋସାଇଟି ରେଜିଷ୍ଟ୍ରେଶନ ଆକ୍ଟ ୧୮୬୦ରେ ପଞ୍ଜୀକୃତ ହୋଇ ବେଆଇନ ଭାବେ କମ୍ପ୍ୟୁଟର…

ଥମୁନି ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୩ ଜୀବନ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ସର୍ବାଧିକ…

ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୧୭୫…

୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର…

୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧

ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ ଭାବେ…

ବୈତରଣୀରେ ବନ୍ୟା ବିପଦ

ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍‌.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍‌’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ…

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ…

ବଢୁଛି ବୈତରଣୀ, ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବାରୁ ବୈତରଣୀ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଆନନ୍ଦପୁର ଓ ଆଖୁଆପଦା ଠାରେ ଏହା ବିପଦ ସଙ୍କେତ ଉପରେ ରହିଛି। ତେଣୁ ବଡ଼ ଧରଣର ନ ହେଲେ ବି ବୈତରଣୀରେ ମଧ୍ୟମ ଧରଣର…

ବାତ୍ୟା ଆଶ୍ରୟସ୍ଥଳୀରୁ ଲୋକେ ଘରକୁ ଫେରିଲେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବିତ ଅଞ୍ଚଳରେ ସ୍ଥିତିରେ ସୁଧାର ଆସିଲେ ଡୋର୍‌ ଟୁ ଡୋର୍‌ ସର୍ଭେ ଆରମ୍ଭ ହେବ। ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ଘରକୁ ଫେରିଲେ ସେମାନଙ୍କ ଟେଷ୍ଟିଂ ଏବଂ ଟିକାକରଣ ହେବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର…

ଶିମିଳିପାଳରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ହାଇଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୨ ଘଣ୍ଟା ମୟୂରଭଞ୍ଜ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ଏସ୍‌ଆରସି ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ତେବେ ବାତ୍ୟା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?