ଶିଖରଚଣ୍ଡୀରେ ଜଳିଗଲା ୫ ଏକର ଜଙ୍ଗଲ
ଭୁବନେଶ୍ୱର,୮। ୩(ବ୍ୟୁରୋ): ଶିଖରଚଣ୍ଡୀ ପାହାଡ଼ରେ ଥିବା ଜଙ୍ଗଲରେ ରବିବାର ନିଆଁ ଲାଗି ୫ ଏକରରୁ ଊର୍ଦ୍ଧ୍ୱ ଅଞ୍ଚଳ ଜଳିଯାଇଛି। ଚନ୍ଦ୍ରଶେଖରପୁର ଅଗ୍ନିଶମ କେନ୍ଦ୍ରର କର୍ମଚାରୀ ପହଞ୍ଚତ୍ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ପ୍ରାୟ ୫ ଘଣ୍ଟାର ଊର୍ଦ୍ଧ୍ୱ ସମୟ ପରେ ସନ୍ଧ୍ୟା…
ପୁଣି ଅସୁସ୍ଥ ପଦ୍ମଶ୍ରୀ ତୁଳସୀ ମୁଣ୍ଡା
ଭୁବନେଶ୍ୱର,୮।୩(ବ୍ୟୁରୋ): ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଆଜି ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡ଼ବିଲ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ…
ରାଜଧାନୀରେ ପିକ୍ଅପ୍ ଭ୍ୟାନ୍ରେ ହତ୍ୟା ଘଟଣା: ଦୁଇ ଅଭିଯୁକ୍ତ ଭାଇ କୋର୍ଟ ଚାଲାଣ
ଭୁବନେଶ୍ୱର,୮।୩(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶନିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଜଟ ଓରଫ ଟୁକୁନା ଦାସଙ୍କୁ ରାସ୍ତା ଉପରେ ଏକ ପିକ୍ଅପ୍ ଭ୍ୟାନ୍ ଭିତରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଦୁଇ ଭାଇ ସୁଧୀର ପୃଷ୍ଟି ଓ…
ଜଙ୍ଗଲ ଗିଳି ଚାଲିଛି ନିଆଁ
ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…
ଆଜି ଭୁବନେଶ୍ୱରରୁ ୧୦ ଆକ୍ରାନ୍ତ ଚିହ୍ନଟ: ୬ ସୁସ୍ଥ
ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୬ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…
ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ: ମହିଳାଙ୍କ ବେକରୁ ଝାମ୍ପିନେଲେ ଚେନ୍
ଭୁବନେଶ୍ୱର,୭।୩(ବ୍ୟୁରୋ): ଦିନକୁଦିନ ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ବିଶେଷକରି ଏହି ଲୁଟେରାମାନେ ମହିଳାମାନଙ୍କୁ ଟାର୍ଗେଟ କରି ଛିନ୍ତାଇ କରୁଛନ୍ତି। ରବିବାର ଏମିତି ଏକ ଘଟଣା ଘଟିଛି ଖଣ୍ଡଗିରି ଅଞ୍ଚଳରେ। ଆଜି ସକାଳେ ଜଣେ ମହିଳା ଫୁଲ ତୋଳିବାକୁ ଘରୁ ବାହାରକୁ ଯାଇଥିବା…
ରାଜ୍ୟରେ ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ବଢୁଛି ମହିଳା ବିରୋଧୀ ହିଂସା
ଭୁବନେଶ୍ୱର,୭ା୩ (ବ୍ୟୁରୋ):ନାରୀ କାଲି ବି ଶୋଷଣର ଶିକାର ହେଉଥିଲା, ଆଜି ମଧ୍ୟ ନାନା ନିର୍ଯାତନା ସହୁଛି। ଦେଶରେ ସାକ୍ଷରତା ହାର ବଢ଼ିଛି, ସମାଜ ପୂର୍ବ ଅପେକ୍ଷା ପରିବର୍ତ୍ତନ ହୋଇଛି। ନାରୀମାନଙ୍କୁ ଅନେକ କ୍ଷେତ୍ରରେ ସୁଯୋଗ ବି ମିଳୁଛି। ହେଲେ ମହିଳାଙ୍କ ବିରୋଧରେ…
ଭୁବନେଶ୍ୱର, ରାଉରକେଲା ଅବକାରୀ ଜିଲା
ଭୁବନେଶ୍ୱର,୭ା୩(ବ୍ୟୁରୋ): ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲାକୁ ଭାଗ କରି ଭୁବନେଶ୍ୱର ଓ ରାଉରକେଲାଠାରେ ୨ ନୂତନ ଅବକାରୀ ଜିଲା ଗଠନ କରିବା ସହ ୪ଟି ପଦବୀ ସୃଷ୍ଟି କରାଯାଇଛି। ଏଥିସହିତ ଆନ୍ତଃରାଜ୍ୟ ସୀମା ତଥା ନକଲି ମଦ ପ୍ରସ୍ତୁତିକୁ ବିଚାରକୁ ନେଇ…
ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ: ସମସ୍ତ ଯୋଗ୍ୟ ଚାଷୀ ପାଇବେ ଟଙ୍କା
ଭୁବନେଶ୍ୱର, ୭ା୩(ବ୍ୟୁରୋ): ଓଡ଼ିଶାର ସମସ୍ତ ଯୋଗ୍ୟ ଚାଷୀ ପ୍ରଧାନମନ୍ତ୍ରୀ(ପିଏମ୍) କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବେ। ଏ ନେଇ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଶନିବାର ଟୁଇଟ୍ କରି ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ…
ଆସୁଛି ଜାଗରଯାତ୍ରା: ଏକାଠି ଦୀପ ଜାଳିବେନି ଶ୍ରଦ୍ଧାଳୁ
ପୁରୁଣା ଭୁବନେଶ୍ୱର, ୭।୩(ଡି.ଏନ୍.ଏ.): ଆସନ୍ତା ୧୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ଶୈବପୀଠଗୁଡ଼ିକରେ ଚଳିତ ବର୍ଷ ସାଧାରଣ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କେତେକ ପ୍ରମୁଖ ଶୈବପୀଠରେ ୧୪୪ ଧାରା ଜାରି ହେବା…
ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
Archives


