ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ
ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…
ରାଜ୍ୟରେ ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ରାଜଧାନୀ ସିଆର୍ପି ଛକରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
ଭୁବନେଶ୍ୱର, ୬।୩(ବ୍ୟୁରୋ): ଦିନ ଦ୍ୱିପ୍ରହରରେ ରାଜଧାନୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସିଆର୍ପିଏଫ୍ ଛକରେ ଘଟିଛି ଏହି ହତ୍ୟାକାଣ୍ଡ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି। ଖବର ଅନୁଯାୟୀ, ଭୁବନେଶ୍ୱର ସିଆର୍ପିଏଫ୍…
ବିଧାନସଭାରେ ବିଜୁ ଜୟନ୍ତୀ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ଓଡ଼ିଶା ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ…
ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୬ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି ଯେ ବିଜୁବାବୁଙ୍କର ଭବିଷ୍ୟତ ଦେଶ ଗଠନ ଲକ୍ଷ୍ୟ, ମାନବ ସଶକ୍ତୀକରଣ ଏବଂ ସାମାଜିକ ନ୍ୟାୟ ଆମ ସମସ୍ତଙ୍କ…
‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’
ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ ଦେଶଭକ୍ତି, ଜାତିପ୍ରୀତି, ସାହସ ଓ ସେବାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ରାଜ୍ୟ ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ବିଜୁବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି। ତଥାପି ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି। ବିଜୁବାବୁଙ୍କ ଜୟନ୍ତୀରେ ରାଜ୍ୟର ସାଢ଼େ ୪କୋଟି ଲୋକଙ୍କ ସେବା ପାଇଁ ପୁଣି ଥରେ…
ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀରେ ପରିବର୍ତ୍ତନ
ଭୁବନେଶ୍ୱର,୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ରୁ ଆରମ୍ଭ ହେବ। ଜୁନ୍ ୭ରେ ଦଶମ ପରୀକ୍ଷା ଓ ଜୁନ୍ ୧୪ରେ ଦ୍ୱାଦଶ ପରୀକ୍ଷା ସରିବ। କିନ୍ତୁ କେତେକ ପରୀକ୍ଷା ସୂଚୀରେ ପରିବର୍ତ୍ତନ…
‘୫ ବର୍ଷରେ ଓଡ଼ିଶା ଦ୍ରୁତ ଅଭିବୃଦ୍ଧି କରିଛି’
ଭୁବନେଶ୍ୱର,୬।୩(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଗତ ୫ବର୍ଷ ଭିତରେ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି। ଆମ ଯୁବଗୋଷ୍ଠୀଙ୍କ ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କୁ ସର୍ବଭାରତୀୟ ସ୍ତରରେ ନିଯୁକ୍ତି ଦେବା ହେଉଛି ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଲୋକ ହେଉଛନ୍ତି ମାଲିକ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ସେବା ଓ ସମ୍ମାନ ହେଉଛି ସରକାରଙ୍କର ମୂଳମନ୍ତ୍ର। ଏହି ଲକ୍ଷ୍ୟ ନେଇ…
ଆଜି ରାଜ୍ୟରୁ ୯୧ ପଜିଟିଭ୍ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୫।୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୩ ଜଣ ଚିହ୍ନଟ…
ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ
ବାରଙ୍ଗ,୫।୩(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ ଆଖିରୁ ଖସି ଦୀର୍ଘ ୨୨ବର୍ଷ ଧରି ଫେରାର ଥିବା ବିବନଙ୍କୁ କମିଶନରେଟ ପୋଲିସ ଗତ୨୧ତାରିଖରେ…
Archives


