ମେଟ୍ରୋ

ଓଡ଼ିଶାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୪।୫: ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। କର୍ମଚାରୀଙ୍କୁ ହେଡ କ୍ୱାର୍ଟର୍ସ ଛାଡ଼ି ନ ଯିବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି। ଏପରିକି ଛୁଟି ନେଇଥିବା…

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା…

‘ୟାସ୍‌’ ଆସିବା ସମୟରେ କେଉଁଠି କେତେ ରହିବ ପବନର ବେଗ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ଅଛି। ସୋମବାର ଏହା ବାତ୍ୟାର ରୂପ ନେବ। ମଙ୍ଗଳବାର ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ଦ୍ୱିପ୍ରହରରେ ଏହା ପାରାଦୀପ ଓ ସାଗର ଦୀପ ମଧ୍ୟରେ ଲ୍ୟାଣ୍ଡଫଲ…

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ହାଲୁକା ପବନ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାରଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ ଠାରୁ ୫୨୦…

ବିଳମ୍ବ ନ କରି ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ, ପାଗକୁ…

ରେଡ ୱାର୍ଣ୍ଣିଂ କାଟାଗୋରି-୧’ରେ ଏସବୁ ଜିଲା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ଓ ଗଭୀର ଅବପାତ ପରେ ବାତ୍ୟାର ରୂପ ନେଇ ସାରିଛି। ଏହା ୨୬ ତାରିଖ ମଧ୍ୟାହ୍ନରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ଅତି ଭୀଷଣ ରୂପ ନେବ। ଏହାର…

ବାତ୍ୟା ମୁକାବିଲା: ଏହି ୫ ବରିଷ୍ଠ ଆଇଏଏସ୍‌ଙ୍କୁ ଏସବୁ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌କୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ତେଣୁ ଏହି ୫ ଜିଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି…

ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍‌’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର…

ବାତ୍ୟା ଯୋଗୁ କୋହଳ ହେଲା ଲକ୍‌ଡାଉନ୍‌ କଟକଣା

ଭୁବନେଶ୍ୱର,୨୪।୫: ସମ୍ଭାବ୍ୟ ବାତ୍ୟା ୟାସ୍‌କୁ ଦୃଷ୍ଟିରେ ରଖି ରାଜ୍ୟର ୧୦ଟି ଜିଲାରେ ଲକଡାଉନ କଟକଣା ଆସନ୍ତା ୨ ଦିନ ପାଇଁ ସାମାନ୍ୟ କୋହଳ ହୋଇଛି। ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ…

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?