ମେଟ୍ରୋ

୩୦ ଜିଲାରେ ହେବ ‘ଲୋକକଳା ଦଳ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ପାଇଁ ଏହି ସ୍ବୟଂ ସହାୟକ ଦଳ କାର୍ଯ୍ୟ କରିବ। ଏଥିପାଇଁ କଳାକାର ପାଣ୍ଠିରୁ…

କୁଶଳୀ ଶିଳ୍ପୀ ନିହଣ ସଙ୍ଗେ ଅସ୍ତ୍ର ବି ଧରୁଥିଲେ

ପୂର୍ବ ଆଲୋଚନାରେ (ଧରିତ୍ରୀ, ୨୬ା୪ା୨୧) ‘ମଗୋ ଜାତୀୟ ବ୍ରାହ୍ମଣ’ଙ୍କ ପ୍ରସଙ୍ଗ ଆମେ ଆଲୋଚନା କରିଥିଲେ। ପ୍ରାଚୀନ ଭାରତର ଇତିହାସ ପୁସ୍ତକରେ ବା ଭଗବତ୍‌ ଶରଣ ଉପାଧ୍ୟାୟ ଏ ସମ୍ପର୍କିତ ମତ ଦେବାପରେ ଡ. ରାମ୍‌ଜୀ ଉପାଧ୍ୟାୟ ଏହି ମତକୁ ଆଗେଇ ନେଇଥିଲେ।…

ରାଜଧାନୀରେ ୭୦ହଜାର ମୁହାଁ ସଂକ୍ରମଣ

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଜଟିଳ ଲାଗିଛି। ଉଭୟ ସଂକ୍ରମଣ ଓ ମୃତ୍ୟୁ ବଢ଼ି ଚାଲିଛି। ଦୈନିକ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏକାଧିକ ଜୀବନ ଯାଉଛି। ସ୍ଥିତି ଏପରି ହୋଇଛି ସହରରୁ ୬୦ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ…

କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍‌ମେଲିଂ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍‌ କଣ୍ଠଶିଳ୍ପୀ ପୁରୀର ଅଙ୍କିତ ମିଶ୍ର ଫସିଯାଇଛନ୍ତି। ଶେଷରେ ଏନେଇ ବଡ଼ଗଡ଼ ଥାନାରେ ଅଭିଯୋଗ କରିବା…

ଝାରପଡ଼ା ଜେଲରୁ ବିଦେଶକୁ ଯାଉଥିଲା କଲ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ):କଟକଣା ସତ୍ତ୍ୱେ ଝାରପଡା ଜେଲକୁ ବେଆଇନ ମୋବାଇଲ୍‌ ଫୋନ୍‌ ଯାଉଛି। ଯେତେ ଜବତ କଲେ ସେତେ ମିଳୁଛି। ଅଧିକାଂଶ ମୋବାଇଲ୍‌ ଫୋନ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଓ ହାଇପ୍ରୋଫାଇଲ୍‌ ଅଭିଯୁକ୍ତଙ୍କ ସେଲ୍‌ ନିକଟ ମାଟିତଳୁ ମିଳୁଥିବାରୁ ସତେ ଯେମିତି ଏଠାରେ ଖଣି ପଡିଥିବା…

‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ ବିତରଣ…

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ ପୋଲିସ…

୪ ଜିଲାକୁ ବଡ଼ ବିପଦ

ଭୁବନେଶ୍ୱର,୨୪।୫(ବ୍ୟୁରୋ)ସାମୁଦ୍ରିକ ଝଡ଼ ୟାସ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲା ପାଇଁ ବଡ଼ ବିପଦ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ୨୫ ତାରିଖ ରାତିରୁ ଉପରୋକ୍ତ ୪ ଜିଲା ସମେତ ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର କେତେକ…

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ସାରା…

‘ଓଡିସିଏଲ୍‌ ୟୁନିଟ୍‌ ବିକ୍ରି କରା ନ ଯାଉ’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ମହାମାରୀ ସମୟରେ ଓଡ଼ିଶାରେ ଥିବା ଏକମାତ୍ର ଔଷଧ ବିନିର୍ମାଣ ୟୁନିଟ୍‌ ଓଡ଼ିଶା ଡ୍ରଗ୍ସ ଆଣ୍ଡ୍‌ କେମିକାଲ୍ସ ଲିମିଟେଡ୍‌ (ଓଡିସିଏଲ୍‌)କୁ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଉଭୟ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ରହିଥିବା ଏହି…

୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ…

ଆସୁଛି ‘ୟାସ’: ବେଶି ପ୍ରଭାବିତ ହେବ ଜଗତସିଂହପୁର-କେନ୍ଦ୍ରାପଡ଼ା-ଭଦ୍ରକ-ବାଲେଶ୍ୱର-ମୟୂରଭଞ୍ଜ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?