ମେଟ୍ରୋ

ବାତ୍ୟା ନେଇ ଛୁଟି ବାତିଲ୍‌

ଭୁବନେଶ୍ୱର,୨୩।୫:(ବ୍ୟୁରୋ): ବାତ୍ୟା ‘ୟାସ’ ନେଇ ପୂର୍ବରୁ ରାଜ୍ୟ ସରକାର ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଏଥିରେ ଜଳ ସମ୍ପଦ ବିଭାଗ ମଧ୍ୟ ଯୋଡ଼ି ହୋଇଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ କହିଛନ୍ତି,…

ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ…

ୟାସ୍‌ ପ୍ରଭାବରେ ଏହି ୪ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟାରେ ଏହା ଡିପ୍ରେଶନ ବା ଅବପାତରେ ପରିଣତ ହେବା ପରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। କ୍ରମେ ଆହୁରି ଘନୀଭୂତ…

ହସ୍ପିଟାଲରେ ଖୋଲିବ ଶିଶୁ କୋଭିଡ୍‌ ଓ୍ବିଙ୍ଗ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଶିଶୁମାନେ କରୋନା ସଂକ୍ରମିତ ହେଉଥିବା ଜଣାପଡ଼ବା ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ତଦନୁଯାୟୀ ପିଲାମାନଙ୍କ ପାଇଁ ପ୍ରତ୍ୟେକ ଡେଡିକେଟେଡ୍‌ କୋଭିଡ୍‌…

କେନ୍ଦ୍ର ପଠାଇଥିବା ୭୩ ଭେଣ୍ଟିଲେଟର ଅଚଳ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପଠାଇଥିବା ୫୬୭ ଭେଣ୍ଟିଲେଟର ମଧ୍ୟରୁ ୭୩ଟି ଅଚଳ ହୋଇପଡ଼ିରହିଛି। ସେଥିରୁ ୧୮ଟିରେ ଉତ୍ପାଦନଗତ ତ୍ରୁଟି ରହିଥିବାବେଳେ ଅବଶିଷ୍ଟ ୫୫ ଯନ୍ତ୍ରାଂଶ ଅଭାବରୁ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରୀ ଉପକରଣ…

ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫, କଳହାଣ୍ଡିରୁ ୪, ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ଅନୁଗୋଳରୁ ୩,…

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୬୫୭…

ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର…

ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ ସିଂ ଶନିବାର ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବୟସ୍କ ଲୋକଙ୍କ…

୧୮ ଜିଲାକୁ ୟେଲୋ ୱାର୍ନିଂ: ରବିବାର ସକାଳଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ,…

ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି। ବର୍ତ୍ତମାନ କୌଣସି ମତ୍ସ୍ୟଜୀବୀ ସମୁଦ୍ର…

ଏଣିକି ଓ୍ବେବ୍‌ସାଇଟ୍‌ରୁ ପାଇପାରିବେ ନିଜର କରୋନା ଟେଷ୍ଟ ରିପୋର୍ଟ: ନୂତନ ବ୍ୟବସ୍ଥା ବିଷୟରେ ଜାଣନ୍ତୁ

ଭୁବନେଶ୍ୱର,୨୨।୫(ବ୍ୟୁରୋ): କରୋନା ପରୀକ୍ଷା ସମ୍ପର୍କିତ ରିପୋର୍ଟ ଏବେ ଘରେ ବସି ପାଇହେବ। କାରଣ ଏଣିକି ଓ୍ବେବ୍‌ସାଇଟ୍‌ରେ ଟେଷ୍ଟ ରିପୋର୍ଟ ମିଳିବା ନେଇ ଶନିବାର ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ନୂତନ ବ୍ୟବସ୍ଥା ଅନୁଯାୟୀ ରାଜ୍ୟ କୋଭିଡ୍‌ ଡାସ୍‌ବୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?