ଅପରେଶନ ସିନ୍ଦୁର: ରାତିରେ ଓଡ଼ିଶାରେ ବାଣ ଫୁଟାଇଦେଲେ ଲୋକେ, କହିଲେ ପାକିସ୍ତାନକୁ ଧୋକାଦେଲା ଡୁପ୍ଲିକେଟ ଚାଇନା ମାଲ
ଭୁବନେଶ୍ୱର,୭।୫: ପାକିସ୍ତାନ ଉପରେ ଭାରତର ଆକ୍ରମଣ ପରେ ଓଡ଼ିଶାରେ ଖୁସିର ଲହରୀ। କେତେକ ସ୍ଥାନରେ ଲୋକେ ବାହାରକୁ ଆସି ଆନନ୍ଦ ଉତ୍ସବ ପାଳୁଛନ୍ତି। ରାତିରେ ବ୍ରହ୍ମପୁରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଧଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ଲୋକଙ୍କ ମଧ୍ୟରେ ବେଶ...
ସିନ୍ଦୁରର ପ୍ରତିଶୋଧ ନେଲେ ମୋଦି ସରକାର : ଆତଙ୍କୀଙ୍କୁ ଏମିତି ଆକ୍ରମଣ କରନ୍ତୁ ଯେମିତି ଆଉଥରେ ଆକ୍ରମଣ କରିବାକୁ ପାଞ୍ଚ ଥର ଭାବିବେ
ଭୁବନେଶ୍ୱର,୭।୫: ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ...
ଅପରେଶନ ‘ସିନ୍ଦୂର’: ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭।୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ...
India vs Pakistan War: ଓଡ଼ିଶାରେ ହଲଚଲ୍, ଆସନ୍ତାକାଲି…
ନୂଆଦିଲ୍ଲୀ/ଭୁବନେଶ୍ୱର, ୬।୫: ୧୯୭୧ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧ ପରେ ପ୍ରଥମ ଥର ପାଇଁ ଭାରତ ମେ ୭ ତାରିଖରେ ଏକ ଜାତୀୟ ସ୍ତରର ସିଭିଲ ଡିଫେନ୍ସ ମକ ଡ୍ରିଲ ଆୟୋଜନ କରୁଛି। ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ...
୩ଟି ପର୍ଯ୍ୟାୟରେ ନିର୍ମାଣ ହେବ ପୁରୀ ବିମାନ ବନ୍ଦର: ଖର୍ଚ୍ଚ ହେବ ୫,୬୩୧ କୋଟି
ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ...
ମମତାଙ୍କ ଉପରେ ରାଗିକି ପ୍ରଚଣ୍ଡ ପ୍ରଭାତୀ: କହିଲେ ପୁରୀରେ ବୟ କଟ୍ ନାଲି ଆଖି…
ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି...
ନବୀନଙ୍କ ପରେ ଏବେ ମମତାଙ୍କ ପାଳି: ନନା କହିଦେଲେ ଏମିତି, ପୁରା ରାଜନୀତିରେ ହଇଚଇ
ଭୁବନେଶ୍ୱର,୬।୫: ଦୀଘାରେ ନବର୍ନିମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏନେଇ ଭାଜପା ଏମ୍ପି ପ୍ରତାପ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ହିମାଳୟ ପର୍ବତରେ ମୁଣ୍ଡ ବାଡ଼େଇଲେ ମୁଣ୍ଡ ଫାଟିଯିବ ସିନା ପର୍ବତର କିଛି ହେବନି। ଜଗନ୍ନାଥଙ୍କ ଅପମାନ...
ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ
ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ। ଦୀଘା ପାଇଁ ଧାମ...
ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର,୫।୫: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ...
ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ; ବଳକା କାଠରେ ବିଗ୍ରହ ନିର୍ମାଣ…
ଭୁବନେଶ୍ୱର,୫।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ...
ରୁଷିଆରୁ ନବୀନଙ୍କୁ ଆସିଲା ନିମନ୍ତ୍ରଣ: ସୂଚନା ଦେଲେ ପାଣ୍ଡିଆନ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଭୁବନେଶ୍ୱର,୫ା୫: ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ସୋମବାର ଭି.କେ ପାଣ୍ଡିଆନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।...
ବିଜେଡିର ୧୫ ଉପସଭାପତିଙ୍କ ନାଁ ଘୋଷଣା: ଦେବୀ, ପ୍ରତାପଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର,୫।୫: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି...
Archives


