ରାଜ୍ୟରେ ଖୋଲିବ ପ୍ରାଣୀ ଚିକିତ୍ସା ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟରେ ସ୍ବତନ୍ତ୍ର ଭାବେ ଏକ ପ୍ରାଣୀ ଚିକିତ୍ସା ବିଶ୍ବବିଦ୍ୟାଳୟ ଖୋଲିବ। ଦୀର୍ଘ ବର୍ଷର ଏହି ସ୍ବପ୍ନ ଖୁବ୍ଶୀଘ୍ର ପୂରଣ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ସୁଦ୍ଧା ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ନାମ ‘ଓଡ଼ିଶା…
କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି। ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନା ଟିକା ନେଇ ବହୁତ ଖୁସି। ଟିକା ନେବା…
ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ବିଶ୍ୱ ଆଗରେ ପ୍ରତିପାଦିତ କରିଛନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧।୩ (ବ୍ୟୁରୋ) କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱରଠାରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମ ଶୁଣିଛନ୍ତି। ଏହି କାର୍ଯ୍ୟକ୍ରମରେ ନିଜ କାମ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ଓଡ଼ିଶା ଜଗତସିଂହପୁର ଜିଲାର…
ଚର୍ଚ୍ଚାରେ ନାୟକ ସାର୍
ନାଉଗଁା,୧।୩(ସ୍ବ.ପ୍ର.): ଚାକିରି ଛାଡ଼ିି ଯୁବକମାନଙ୍କୁ ସୈନ୍ୟବାହିନୀରେ ଯୋଗଦେବା ପାଇଁ ପ୍ରଶିକ୍ଷଣ ଦେଉଥିବା ଜଗତ୍ସିଂହପୁର ଜିଲା ନାଉଗଁା ବ୍ଲକ ରୋହିଆ ପଞ୍ଚାୟତ ଅରଖକୁଦ ଗ୍ରାମର ସିଲୁ ନାୟକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ସିଲୁଙ୍କୁ…
ବଢ଼ୁଛି ତାପମାତ୍ରା
ଭୁବନେଶ୍ୱର, ୧।୩(ବ୍ୟୁରୋ): କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ଉପରମୁହାଁ ରହିଥିବାବେଳେ ଖରା ତାତି ଅସମ୍ଭାଳ ହୋଇଛି। ୩ଦିନ ଧରି ଭୁବନେଶ୍ୱର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବାବେଳେ ରବିବାର ଅନୁଗୋଳର ତାପମାତ୍ରା ସର୍ବାଧିକ ରହିଛି। ୪୦.୧…
ସକାଳ ୭ରୁ ସ୍କୁଲ
ଭୁବନେଶ୍ୱର,୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ୍ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। ସୋମବାରଠାରୁ ପରିବର୍ତ୍ତିତ ସମୟ ଅନୁସାରେ ସ୍କୁଲ ଖୋଲିବା ସହ ପାଠପଢ଼ା ଚାଲିବ। ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀଗୁଡ଼ିକର ପାଠପଢ଼ା ସକାଳ ୮ଟା…
ଆଜିଠୁ ବୟସ୍କଙ୍କୁ ଟିକା
ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ପ୍ରାଥମିକତା ଦିଆଯିବା ସହ ବହୁବିଧ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ…
ଇକୋ ରିଟ୍ରିଟ୍ରେ ନିଆଁ
ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ କରିଥିବା…
ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା
ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା ଜଣକ ଥାନାକୁ ଆସି ବିଷ ପିଇଦେଇଥିବା ଜଣାପଡ଼ିଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ…
ଆଜି ରାଜ୍ୟରୁ ୮୭ ପଜିଟିଭ୍ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୩ ଜଣ ଚିହ୍ନଟ…
୩ଦିନ ଅସମ୍ଭାଳ ତାତି: ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ପାରଦ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଏବେଠୁ ଅସମ୍ଭାଳ ହେଲାଣି ତାତି। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେଉଥିବାବେଳେ ୧୧ଟାରୁ ୪ଟା ତତଲା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଫେବୃୟାରୀରୁ ଏଭଳି ସ୍ଥିତିକୁ ନେଇ ପାଣିପାଗ ବିଭାଗ ସତର୍କ କରିଛି।…
ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କ ଟାର୍ଗେଟ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜ ଶିଶୁଙ୍କ ସଂଖ୍ୟା ବଢ଼ିଚାଲିଛି। ଦିନ ଦ୍ୱିପ୍ରହରରେ ଗୁଳି ଫୁଟୁଛି। ରାଜନୈତିକ ହତ୍ୟା ବଢ଼ିଚାଲିଛି। ରାଜ୍ୟରେ ଲୋକଙ୍କ ଧନଜୀବନ ସୁରକ୍ଷିତ ନାହିଁ। ପୋଲିସ ଶାସକ ଦଳ ପାଇଁ କାର୍ଯ୍ୟ କରୁଛି। ରାଜନୈତିକ ଆକ୍ରୋଶ ରଖି…
Archives


