ମଲ୍ରେ ଟିକା ମନା
ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଭନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ଚେତିଲେ ରାଜ୍ୟ ସରକାର। ଡ୍ରାଇଭ୍ ଇନ୍ ଭ୍ୟାକ୍ସିନେସନ ଓ ଡୋର୍ ଷ୍ଟେପ୍ ଟିକାକରଣକୁ ସମ୍ପୂର୍ଣ୍ଣ ମନା କରିଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ପ୍ରଥମେ ଆରମ୍ଭ ହୋଇଥିଲା…
ଭୟଙ୍କର ରୂପ ନେଇପାରେ ବାତ୍ୟା ‘ୟାସ’
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ…
ଟୋଲ୍ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡ଼ିଗୁଡ଼ିକୁ ରାଜ୍ୟରେ ଥିବା କୌଣସି ଟୋଲ୍ ଗେଟ୍ରେ…
କେବଳ ଏହି ମାନଙ୍କ ପାଇଁ ଚାଲିବ ‘ମୋ ବସ’
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ୍ ଅବଧି ଜୁନ ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହି ସମୟରେ ପରିବହନ, ଯେପରିକି ବସ ଚଳାଚଳ ବନ୍ଦ ରହିବ। ମୋ ବସ୍ ନିୟମିତ ସେବା ମଧ୍ୟ ବନ୍ଦ ରହିବା ନେଇ କ୍ୟାପିଟାଲ ରିଜିଅନ…
ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ କରୋନା ଟିକା
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସରକାର ଜନସାଧାରଣଙ୍କ ଟିକାକରଣକୁ ଗୁରୁତ୍ୱ ଦେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କୋଭିଡ୍ ଯୋଦ୍ଧା ସ୍ବାସ୍ଥ୍ୟକର୍ମୀ, ଖବରଦାତା, ପୋଲିସଙ୍କୁ ପ୍ରାଥମିକତା ଆଧାରରେ ଟିକା ପ୍ରଦାନ କରାଯାଇଥିଲା। ଏଣିକି ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସସଦ୍ୟଙ୍କୁ କରୋନା ଟିକା ଦିଆଯିବ। ରାଜ୍ୟର…
ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି: ଏବେ କହୁଛନ୍ତି କଥା
ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ବର୍ତ୍ତମାନ ସେ ଧୀରେ ଧୀରେ କଥା କହିବା ଆରମ୍ଭ କଲେଣି । ଭୁବନେଶ୍ୱର ଏମ୍ସର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । କରୋନା ସଂକ୍ରମିତ ହେବା ପରେ…
ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍ ସଚ୍ଚିଦାନନ୍ଦ ମହାନ୍ତି ସୂଚନା…
ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି।…
ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ…
କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୧,୦୯୯ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୮୮୫ଟି ହେଉଛି ଲୋକାଲ କେସ। ଆଜି ଖେର୍ଦ୍ଧା ଜିଲାରୁ ସର୍ବାଧିକ…
ଶିକ୍ଷକଙ୍କୁ କରୋନା ଯୋଦ୍ଧା ଘୋଷଣା କରାଯାଉ
ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଦାବି କରିଛି।…
କରୋନା ଆକ୍ରାନ୍ତଙ୍କ ସାହାରା ଅଭିନେତା ଋଷି
ଭୁବନେଶ୍ୱର, ୧୯।୫ (ବ୍ୟୁରୋ):କରୋନା ମହାମାରୀର ଭୟାବହ ପରିସ୍ଥିତିରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି। କିଏ କରୋନା ସଂକ୍ରମିତଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି ତ ଆଉ କିଏ ସେମାନଙ୍କୁ ଅକ୍ସିଜେନ ଯୋଗାଇ ଦେଉଛନ୍ତି। ଓଲିଉଡ୍…

