କାଳିଆରେ ୧.୦୪ ଲକ୍ଷ ଚାଷୀ ଅଯୋଗ୍ୟ
ଭୁବନେଶ୍ୱର, ୨୫ା୨(ବ୍ୟୁରୋ):ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତରରେ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, କାଳିଆରେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୦ ହଜାର ୮୭୩ କ୍ଷୁଦ୍ର…
୭ ଜିଲାରେ ସୀମା ବିବାଦ
ଭୁବନେଶ୍ୱର,୨୫ା୨(ବ୍ୟୁରୋ): କୋରାପୁଟ ଜିଲାର କୋଟିଆ ସମେତ ରାଜ୍ୟର ସୀମା ବିବାଦକୁ ନେଇ ବିରୋଧୀ ସରକାରଙ୍କୁ ସଣ୍ଢୁଆଶି ଆକ୍ରମଣ କରିଛନ୍ତି। ସରକାରଙ୍କ ଅପରିଣାମଦର୍ଶିତା ପାଇଁ ରାଜ୍ୟର ଗୋଟିଏ ପରେ ଗୋଟିଏ ସୀମାବର୍ତ୍ତୀ ଗ୍ରାମ ହାତରୁ ଚାଲିଯାଉଛି। ସେହି ଗ୍ରାମଗୁଡିକ ଉପରେ ସରକାରଙ୍କ ନଜର…
ମାର୍ଚ୍ଚରେ ୧୦ ଦିନ ବନ୍ଦ ରହିବ ବ୍ୟାଙ୍କ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ମାର୍ଚ୍ଚ ମାସରେ ୧୦ ଦିନ ବ୍ୟାଙ୍କ ବନ୍ଦ ରହିବ। ଆର୍ବିଆଇ ଗାଇଡ୍ଲାଇନ ଅନୁଯାୟୀ, ବ୍ୟାଙ୍କଗୁଡିକ ରବିବାର ବ୍ୟତୀତ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଦିନ ବନ୍ଦ ରହିଥାଏ। ଏହାଛଡା ମାର୍ଚ୍ଚ ମାସରେ ଅତିରିକ୍ତ ଛୁଟି ଏବଂ ପର୍ବପର୍ବାଣୀ ପାଇଁ…
୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍ଲାଇନ ଜାରି
ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍ ଗାଇଡ୍ଲାଇନ ପଠାଇଛନ୍ତି। ରବିବାରକୁ ବାଦ୍ ଦେଇ ସପ୍ତାହରେ ୫ ଦିନ ଟିକାକରଣ କରାଯିବ। ଅତିରିକ୍ତ ଟିକା କର୍ମୀ ଓ…
ପ୍ରଦୀପଙ୍କୁ ମିଳିଲା ଜାମିନ୍
କଟକ ଅଫିସ,୨୪।୨: କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍। ୫ ଲକ୍ଷ ଟଙ୍କା ଲେଖାଏ ୨ ଜଣ ଜାମିନଦାରଙ୍କ ବଦଳରେ ବୁଧବାର ତାଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଏଥିସହ ୨୪ ଲକ୍ଷ ଟଙ୍କା…
ମେ ୧୮ରୁ ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ମେ ୧୮ରୁ ଜୁନ୍ ୧୨ ପର୍ଯ୍ୟନ୍ତ ଯୁକ୍ତ ୨ ପରୀକ୍ଷା ଚାଲିବ ବୋଲି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ମଧ୍ୟ ମେ ୨୮ ତାରିଖରୁ ଆରମ୍ଭ ହେବ। ମେ ୧୮ରୁ…
ସନ୍ଧ୍ୟା ସୁଦ୍ଧା ବିମାନବନ୍ଦରରେ ଟେଷ୍ଟିଂ ସେଣ୍ଟର: ବିଏମ୍ସି କମିଶନର
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ୨ୟ ଷ୍ଟ୍ରେନ୍। ଏଥିପାଇଁ ବିଏମ୍ସି ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ତେବେ ବିଏମ୍ସି ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ନିଜେ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। କମିଶନର ଚୌଧୁରୀ କହିଛନ୍ତି ଯେ,…
୧୨ ଆଇକନିକ୍ ସ୍ଥାନ ମଧ୍ୟରେ ସୂର୍ଯ୍ୟମନ୍ଦିର
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ସ୍ବଚ୍ଛ ଭାରତ ସ୍ବତନ୍ତ୍ର ସଫେଇ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥାନ ପାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଦେଶର ୧୨ଟି ଆଇକନିକ ସ୍ଥାନର ନାମ ପ୍ରକାଶ କରିଛି। ଏଥିମଧ୍ୟରେ ଓଡ଼ିଶାର ସୂର୍ଯ୍ୟମନ୍ଦିର ରହିଥିବାବେଳେ ମହାରାଷ୍ଟ୍ରର ଅଜନ୍ତା ଗୁମ୍ଫା,…
ଫୋକସ୍ରେ ଗାଁ ବିକାଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ ଭାଗ…
୭ ଲକ୍ଷ ୫୪ ହଜାର କେନ୍ଦୁପତ୍ର ତୋଳାଳି ପଞ୍ଜୀକୃତ
ଭୁବନେଶ୍ୱର,୨୪।୨ (ବ୍ୟୁରୋ): ୨୦୨୦ରେ ରାଜ୍ୟରେ ୭,୫୪,୬୩୧ ଜଣ କେନ୍ଦୁପତ୍ର ତୋଳାଳି ପଞ୍ଜୀକୃତ ହୋଇଛନ୍ତି। ୨୦୨୧ରେ ତୋଳାଳିଙ୍କୁ କେନ୍ଦୁପତ୍ର ମୂଲ୍ୟ ବାବଦକୁ ବନ୍ଧେଇ ପ୍ରତି କେରି ପିଛା ୧ଟଙ୍କା ୨୦ ପଇସା ଦିଆଯାଉଥିବା ବେଳେ ଫାଳ କେରି ପ୍ରତି ୨ ଟଙ୍କା ୪୦…
ଟିକା ନ ନେଲେ ମିଳିବନି ସରକାରୀ ସୁବିଧା
ଭୁବନେଶ୍ୱର, ୨୪।୨ (ବ୍ୟୁରୋ): ପଞ୍ଜୀକୃତ ହୋଇ ଟିକା ନେଉ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି ତାଗିଦ କରିଛନ୍ତି ରାଜ୍ୟ ସରକାର। ଟିକା ନ ନେଲେ ସରକାରୀ ସୁବିଧାସୁଯୋଗରୁ ବଞ୍ଚତ୍ତ ହେବେ ବୋଲି ଚେତାଇ ଦେଇଛନ୍ତି। ଏ ନେଇ…
ପରୀ ପ୍ରସଙ୍ଗରେ ଭାଜପା, ବିଜେଡି କଳି ଛିଣ୍ଡୁନି
ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ନୟାଗଡ଼ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସରକାର ଅସଲ ଅପରାଧୀକୁ ଧରିବା ପରିବର୍ତ୍ତେ ନ୍ୟାୟକୁ ବାଟବଣା କରିବା ପାଇଁ ଅପଚେଷ୍ଟା କରିଛନ୍ତି। ଜାନୁୟାରୀ ୧୪ରେ ପରୀର ମା’ ସୌଦାମିନୀ ସାହୁ ୫୫୦୦ ନିଖୋଜ ଶିଶୁଙ୍କୁ ନ୍ୟାୟ ଦେବା ପାଇଁ…
Archives


