କୋଭିଡ୍ରେ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ
ଭୁବନେଶ୍ୱର,୨୪।୨(ବ୍ୟୁରୋ): କୋଭିଡ୍ ସମୟରେ ରାଜ୍ୟ ବାହାରୁ ୧୦ ଲକ୍ଷ ୭ ହଜାର ୩୩୦ ପ୍ରବାସୀ ଶ୍ରମିକ ଓଡ଼ିଶାକୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୩୫ ଜଣଙ୍କୁ ଟେଲିଫୋନ ଯୋଗେ ଯୋଗାଯୋଗ କରାଯାଇଛି। ସେମାନଙ୍କ ମଧ୍ୟରୁ ୩୫୦୯ ଜଣ ବିଭିନ୍ନ ରାଜ୍ୟକୁ…
ପୁରୁଣା ଫାଇଲ ଖୋଲିବ ସିବିଆଇ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟଅଭିଯୁକ୍ତ ବିବେକାନନ୍ଦ ବିଶ୍ୱାଳ ଓରଫ ବିବନ(ଭିକେ)ଙ୍କୁ ଦୀର୍ଘ ୨୨ବର୍ଷ ପରେ କମିଶନରେଟ୍ ପୋଲିସ ସୋମବାର ଗିରଫ କରିଛି। ଯେହେତୁ ଉକ୍ତ ମାମଲାର ତଦନ୍ତ ସିବିଆଇ କରୁଥିଲା, ତେଣୁ କମିଶନରେଟ୍ ପୋଲିସ ବିବନଙ୍କୁ…
ପିଲାଙ୍କ ରୁଚିକୁ ବୁଝନ୍ତୁ
ଛାତ୍ରୀଛାତ୍ରଙ୍କ ନିଜସ୍ବ ରୁଚି ଓ ଆଗ୍ରହ ରହିଥାଏ। ଅଭିଭାବକମାନେ ତାହାକୁ ହୃଦୟଙ୍ଗମ କରି ସେମାନଙ୍କୁ ସେହି ଦିଗରେ ଆଗେଇ ନେବା ଉଚିତ। କାରଣ ପ୍ରତ୍ୟେକ ଶିଶୁ ନିଜ ଭାଗ୍ୟ ଓ ଭବିଷ୍ୟତର ଜଣେ ଜଣେ ସୃଜନଶୀଳ ସ୍ଥପତି। ଗୁଣକୁ ଚିହ୍ନି ଗୁଣାମତ୍କ…
ଗଠନ ହେବ ସାମୁଦ୍ରିକ ପରିଚାଳନା ପରିଷଦ
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଓଡ଼ିଶା ସାମୁଦ୍ରିକ ପରିଷଦ ବିଲ୍-୨୦୨୦ ମଙ୍ଗଳବାର ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍ ଅନୁଯାୟୀ ରାଜ୍ୟରେ ମାରିଟାଇମ୍ ବୋର୍ଡ ଗଠନ କରାଯିବ, ଯାହା ବନ୍ଦର ତଦାରଖ ସଂକ୍ରାନ୍ତୀୟ ସମସ୍ତ କାର୍ଯ୍ୟ କରିବ। ଏଥିରେ ଉଭୟ କେନ୍ଦ୍ର ଓ ରାଜ୍ୟ…
ଏବେ ଖୋଲିବନି ୧ମରୁ ୮ମ ଶ୍ରେଣୀ
ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍ଡାଉନ୍ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି ରାଜ୍ୟର…
ବିଜେଡି-ଭାଜପା ଟଣାଓଟରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି ଡାକିଲେଣି।…
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏବେ ଆସିବେ ନାହିଁ ସ୍କୁଲ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଓଡ଼ିଶାରେ ମଧ୍ୟ ଏହା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହି କାରଣରୁ ସତର୍କତା ଅବଲମ୍ବନ ପାଇଁ ପଦକ୍ଷେପ ନିଆଯାଉଛି। ଏସବୁ ଭିତରେ ପୁଣି ଶିକ୍ଷାନୁଷ୍ଠାନ ଖୋଳିବା ଉପରେ ପ୍ରଶ୍ନବାଚୀ…
ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସୁଖଦୁଃଖ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ଉକ୍ତ ୨…
ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ
ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି । ବିଧାନସଭାର ବଜେଟ…
ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ଆଜିଠୁ ଜେଇଇ ମେନ୍ ପରୀକ୍ଷା: ଛାତ୍ରୀଛାତ୍ର ଚାହିଁଲେ ଦେଇପାରିବେ ୪ ଥର
ଭୁବନେଶ୍ୱର,୨୩।୨(ବ୍ୟୁରୋ): ଚଳିତ ବର୍ଷ ଜେଇଇ ମେନ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ ପରୀକ୍ଷା ଏବର୍ଷ ଠାରୁ ୪ ଥର ହେବ…
୩୨ଲକ୍ଷର ବ୍ରାଉନସୁଗାର ଜବତ
ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ ସାମିଲ କରାଯାଉଛି। ସୋମବାର ଖୋର୍ଦ୍ଧା ଟାଉନ ଥାନା ଅଧୀନ ଲୋକେଶ୍ୱର ମନ୍ଦିର ନିକଟରେ ଅବକାରୀ…
Archives


