ମେଟ୍ରୋ

୪୦ ଡିଗ୍ରୀ ଟପିଲା ୬ ସହର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଗତ କିଛିଦିନ ଧରି ଲଗାତର ଝଡ଼ବର୍ଷା ହେବା ଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କମ୍‌ ରହିଥିଲା। ସୋମବାରଠାରୁ ଏହାର ପ୍ରକୋପ ପୁଣି ବୃଦ୍ଧି ପାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ପାରଦ…

‘ମମତା’ ଯୋଜନା ପଞ୍ଜୀକରଣ ଅବଧି ୭ ମାସକୁ ବୃଦ୍ଧ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କରୋନା ପାଇଁ ରାଜ୍ୟରେ ଏବେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ରହିଥିବାରୁ ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଶା ଫେରୁଛନ୍ତି। ଏଭଳି ସମୟରେ କରୋନା ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ମଧ୍ୟରେ ସମସ୍ତ ଅଙ୍ଗନଓ୍ବାଡି…

ଭିଡିଓ କ୍ଲାସ୍‌ କରିବେ ଯୁକ୍ତ୨ ପ୍ରଥମବର୍ଷ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଗତବର୍ଷ ପରି ଏବର୍ଷ ମଧ୍ୟ କରୋନା ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର ଭିଡିଓ କ୍ଲାସ୍‌ କରିବେ। ଏ ନେଇ ସୋମବାର ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଏଚ୍‌ଏସ୍‌ଇ)ର ଅତିରିକ୍ତ ନିର୍ଦ୍ଦେଶକ ବିଜୟା କୁମାରୀ ପାତ୍ର ସମସ୍ତ…

ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୨୨ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି। ଏହି ୨୨ ମୃତକଙ୍କ ମଧ୍ୟରୁ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୦,୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫,୭୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪,୫୪୨ ଜଣ ଲୋକାଲ କେସ୍‌ ଥିବା…

କରୋନାରେ ମୃତକଙ୍କ ପରିବାରକୁ ମିଳିବ ପେନ୍‌ସନ

ଭୁବନେଶ୍ବର,୧୭।୫: ରାଜ୍ୟର କରୋନାର ମୁକାବିଲା ନେଇ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିଛନ୍ତି। ଆସନ୍ତା ୨୪ ତାରିଖଠାରୁ ଏଏନ୍‌ଏମ୍‌ ଓ ଆଶାକର୍ମୀମାନେ ଗାଁରେ ଘରକୁ ଘର…

ଆମ୍ବୁଲାନ୍ସ ଦର ନିର୍ଦ୍ଧାରଣ କଲେ ସରକାର

ଭୁବନେଶ୍ୱର,୧୭।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଆମ୍ବୁଲାନ୍ସଗୁଡ଼ିକ ଲୋକଙ୍କ ଠାରୁ ମନଇଚ୍ଛା ଭଡ଼ା ନେଉଥିବା ବେଳେ ଶେଷରେ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ଉଭୟ ଘରୋଇ ହସ୍ପିଟାଲ ଓ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି ସରକାର। ଦର…

କୋଭିଡ୍‌ ହସ୍ପିଟାଲରେ ଲାଗିବ ସିସିଟିଭି, ନ ଲାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲର ଅବ୍ୟବସ୍ଥା ନେଇ ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କହିଛନ୍ତି। କୋଭିଡ୍‌ ହସ୍ପିଟାଲରେ ହେଲ୍ସ ଡେସ୍କ ପାଇଁ ଏକ ଉତ୍ସର୍ଗୀକୃତ ଟେଲିଫୋନ୍‌…

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ ଯୋଗେ ସେ କହିଛନ୍ତି, ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।…

ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତି ଆଉନାହାନ୍ତି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ଏନେଇ ତାଙ୍କ ଝିଅ ଅନ୍ବେଷା ମହାନ୍ତି ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ସେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ…

ଡରାଉଛି ମୃତ୍ୟୁସଂଖ୍ୟା: ପୁଣି ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୩୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ,…

କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୦,୭୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?