ଜଳସେଚନର ସୁପରିଚାଳନା ପାଇଁ ପ୍ରଭାରୀ ନିୟୋଜିତ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଜଳସେଚନର ସୁପରିଚାଳନା ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ‘ଜଳ ପ୍ରଭାରୀ’ଙ୍କୁ ନିୟୋଜିତ କରାଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ୩୦ ଜିଲା ପାଇଁ ଜଳ ପ୍ରଭାରୀ ଭାବେ ବିଭାଗୀୟ ସର୍ବୋଚ୍ଚ…
ବୈଧ ଟୋକନ ଥିବା ଚାଷୀଙ୍କର ଧାନ କିଣାହେବ: ମନ୍ତ୍ରୀ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ଧାନ ବିକ୍ରି ଓ ମଣ୍ଡିରେ ହେଉଥିବା ଅବ୍ୟବସ୍ଥାକୁ ନେଇ ଗତ ୩ ଦିନ ଅଚଳାବସ୍ଥା ପରେ ସୋମବାର ବିଧାନସଭାରେ ଏ ପ୍ରସଙ୍ଗରେ ୨ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଟୋକନ ବ୍ୟବସ୍ଥାକୁ ଉଚ୍ଛେଦ କରିବା ସହ ମଣ୍ଡିରେ ସିସିଟିଭି ଲଗାଇବା…
ସର୍ଭିସ୍ ଓ ଫିଡ୍ବ୍ୟାକ୍ ପରିପୂରକ: ‘ସ୍କୁଲ ବ୍ୟାଗ୍ ନେଇଥିବା ପିଲା ବାହାଘର ବେଳେ ପୁଣି କିଣାକିଣି କରିବାକୁ ଆସନ୍ତି।’
ସମୟ ଗଡ଼ିଯାଏ ଜୁଆର ଫେରିଯାଏ, ରହିଯାଏ ଅଲିଭା ସନ୍ତକ। ୧୯୭୬ରେ ଭୁବନେଶ୍ୱର ପୁରୁଣା ବସ୍ଷ୍ଟାଣ୍ଡରେ ଗଢ଼ିଉଠିଥିବା ‘ପଣ୍ଡା ଏଣ୍ଟରପ୍ରାଇଜେସ୍’ର ପରିବର୍ତ୍ତିତ ସଂସ୍କରଣ ‘ପଣ୍ଡା ଟ୍ରାଭେଲ ମାର୍ଟ’ ଏହାର ବଳିଷ୍ଠ ଦୃଷ୍ଟାନ୍ତ। ସ୍ବର୍ଗତ ଗତିକୃଷ୍ଣ ପଣ୍ଡା ଆରମ୍ଭ କରିଥିବା ଏହି ପ୍ରତିଷ୍ଠାନ ୪୪…
ଅପରେଶନ ‘ସାଇଲେଣ୍ଟ ଭାଇପର’
ଦୀର୍ଘଦିନ ଧରି କ୍ରାଇମବ୍ରାଞ୍ଚ, ସିବିଆଇ, ପୋଲିସ ନଜରରୁ ଖସି ପାତାଳ ପୁରରେ ରହିବା ଲୋକ କେବେବି ସାଧାରଣ ହୋଇପାରେନା। ଗଣବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନ ଅତି ଚତୁରତାର ସହିତ ପରିଚୟ ବଦଳାଇ ରାଜ୍ୟ ବାହାରେ ଲୁଚି ରହିଥିଲେ। ତାଙ୍କୁ ଧରିବା…
ସିବିଆଇ ଷଡ଼ଯନ୍ତ୍ରକାରୀଙ୍କୁ ଖୋଜୁ
ଭୁବନେଶ୍ୱର, ୨୩।୨ (ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ହେବା ପରେ ନିଜ ଅନ୍ତରର କଷ୍ଟକୁ ବଖାଣିଛନ୍ତି ନିଜେ ପୀଡିତା। ଖବରଦାତା ସମ୍ମିଳନୀରେ ଅଞ୍ଜନା କହିଛନ୍ତି, ଦୀର୍ଘ ୨୨ବର୍ଷ ହେବ ମୁଁ ମରି ମରି…
୨୨ବର୍ଷର ଲୁଚକାଳି ଶେଷ
ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ୍,୨୩।୨(ବ୍ୟୁରୋ): ଶେଷ ହୋଇଛି ୨୨ବର୍ଷର ଲୁଚକାଳି ଖେଳ। ୧୯୯୯ ଜାନୁୟାରୀ ୯ତାରିଖ ରାତିରେ ଅଞ୍ଜନା ମିଶ୍ରଙ୍କୁ ଗଣବଳାତ୍କାର କରି ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ନିଜ ନାମ ଓ ପରିଚୟ…
ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷିକୁ ଫୋକସ୍
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟ ପାଇଁ କରୋନା ମହାମାରୀ ପରବର୍ତ୍ତୀ ସମୟ ଅତ୍ୟନ୍ତ କଠିନ ହୋଇଛି। କେନ୍ଦ୍ରୀୟ ଟିକସ ହ୍ରାସ ସାଙ୍ଗକୁ ଜିଏସ୍ଟି କ୍ଷତିପୂରଣ, ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଦାନ ଧିମେଇ ଯାଇଛି। ରାଜକୋଷ ଉପରେ ପ୍ରବଳ ଚାପ ପଡିଛି। ଜନସାଧାରଣଙ୍କ ଜୀବନଜୀବିକା…
ଓଡ଼ିଶା ଛାଡି ବାହାରକୁ କିପରି ଖସିଯାଇଥିଲେ ବିବନ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ଓଡ଼ିଶାରୁ ଖସି ଯିବାରେ ବିବନକୁ କିଛି ଲୋକ ସାହାର୍ଯ୍ୟ କରିଥିଲେ। ନ ହେଲେ ସେ ଓଡ଼ିଶା ଛାଡି…
୨୨ ବର୍ଷ ତଳର କଷ୍ଟ ପ୍ରତ୍ୟେକ ଦିନ ଭୋଗିଛି
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ପୋଲିସ ଦିର୍ଘ ୨୨ ବର୍ଷ ପରେ ସୋମବାର ଧରିବାରେ ସଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଜନା ଏକ ଖବରତାଦା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ…
ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ମୁଖ୍ୟାଂଶ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି। ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି ରହିଛି। ୧.୭୦…
ରାଜ୍ୟରେ ହୋଇପାରେ ଲକ୍ଡାଉନ୍: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୨।୨(ବ୍ୟୁରୋ): ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ସତର୍କତା ଗ୍ରହଣ କରିଛନ୍ତି। ତେବେ ପରିସ୍ଥିତି ବିଗିଡିଲେ ରାଜ୍ୟରେ ଲକ୍ଡାଉନ୍ ହୋଇପାରେ ବୋଲି ସୋମବାର…
ସିବିଆଇ କୋର୍ଟରେ ହାଜର ହେଲେ ବିବନ
ଭୁବନେଶ୍ୱର, ୨୨।୨(ବ୍ୟୁରୋ): ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ସଂଗଠିତ ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାରେ ସୋମବାର ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ସିବିଆଇ ସ୍ପେଶାଲ କୋର୍ଟରେ ହାଜର କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ…
Archives


