କୋଭିଡ୍ ସ୍ଥିତିରେ ଦଶମ, ଯୁକ୍ତ ୨ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ପାଠପଢ଼ା ହୋଇପାରି ନ ଥିବା ବେଳେ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି ଛାତ୍ରୀଛାତ୍ର। ତେଣୁ କୋଭିଡ୍କୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ୨ ପରୀକ୍ଷା ନିମନ୍ତେ ଜାତୀୟ ସ୍ତରରେ...
ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା...
ଭିଜିଲାନ୍ସ ଜାଲରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏଫ୍
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏପ୍ ଅଭୟକାନ୍ତ ପାଠକଙ୍କ ଘରେ ଭିଜାଲାନ୍ସ ଚଢ଼ାଉ କରିଛ। ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି...
ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ: କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କଚ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ଏମ୍ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମୁଖ୍ୟ ଶାସନ ସଚିବ...
୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍ଏସ୍ଏସ୍ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଭାଗବତ ଯୋଗଦେବେ। ପୂର୍ବ କ୍ଷେତ୍ର ଲାଗି ଉଦ୍ଦିଷ୍ଟ...
ହାଜତ ମୃତ୍ୟୁ ମାମଲାର ବିଚାର ବିଭାଗୀୟ ତଦନ୍ତ ହେବ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଓ ସୁନ୍ଦରଗଡ଼ ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାରେ ମଙ୍ଗଳବାର ବିଧାନସଭାରେ ବିବୃତି ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ। ଉଭୟ ହାଜତ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ପ୍ରକ୍ରିୟାରେ ଏନ୍ଏଚ୍ଆର୍ସିର ସମସ୍ତ...
ନ୍ୟାୟ ନ ପାଇଲେ ଆତ୍ମାହୁତି
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆମ ୫ବର୍ଷର ଝିଅକୁ ମାରିଦେଲେ। ତା’ ଆଖି, କିଡ୍ନୀ କାଢ଼ିନେଲେ। ଘଟଣାକୁ ୫ମାସ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ପୋଲିସ ଜାଣିଶୁଣି ଗିରଫ କରୁନାହିଁ। ଝିଅକୁ ନ୍ୟାୟ ନ ମିଳିବାରୁ ଆମେ ଆତ୍ମାହୁତି କରୁଛୁ ବୋଲି କହି ମଙ୍ଗଳବାର ବିଧାନସଭା...
ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଆରୋଗ୍ୟ ହେଲେ ୬୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରାଯାଇଛି। ମଙ୍ଗଳବାର ଆରୋଗ୍ୟ...
ବିଧାନସଭାରେ ଉଠିଲା ‘ପରୀ’ ହତ୍ୟା ଘଟଣା
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ବିଧାନସଭାରେ ଉଠିଲା ୫ ବର୍ଷର ଝିଅ ‘ପରୀ’ ହତ୍ୟା ଘଟଣା। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହି ଘଟଣା ଉଠାଇଛନ୍ତି। ନୟାଗଡ଼ର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାରେ ନ୍ୟାୟ ପାଇଁ ମା’ବାପା ବିଧାନସଭା...
ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ...
କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...
Archives


