ମେଟ୍ରୋ

ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ରାଜ୍ୟରେ ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଉଛି। ଆଜି ଚଷା ପୁଅ ଅକ୍ଷିମୁଠି ଅନୁକୂଳ କରିଛି। ଜମିରେ ବିହନ ବୁଣି ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଛି। ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନକୁ ମୁଣ୍ଡରେ ଥୋଇ…

ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ ସଚିବ…

ହୋମ୍‌ କ୍ୱାରାଣ୍ଟାଇନ ଆକ୍ରାନ୍ତଙ୍କୁ କଂଗ୍ରେସ ଦେବ ଔଷଧ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ମହାମାରୀର ୨ୟ ଲହର ଭୁବନେଶ୍ୱର, କଟକରେ ସଂକ୍ରମଣ ହାର ବଢ଼ି ଏକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଏହି ମୁହୂର୍ତ୍ତରେ କୋଭିଡ୍‌ ଆକ୍ରାନ୍ତଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ…

ଲିଙ୍କ୍‌ରେ କ୍ଲିକ୍‌ ନ କରିବାକୁ ଡିସିପିଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫ (ବ୍ୟୁରୋ): ନିଜର କଓ୍ବୋଇସି ଅପ୍‌ଡେଟ୍‌ କରିବା କିମ୍ବା ମାଗଣା ମୋବାଇଲ୍‌ ଡାଟା ମିଳିବାର ପ୍ରତିଶ୍ରୁତି ଦେଉଥିବା ବିଭ୍ରାନ୍ତକାରୀ ମେସେଜଗୁଡିକ ପ୍ରତି ସାବଧାନ ରୁହନ୍ତୁ। ଏଭଳି ମେସେଜ୍‌ରେ ଦିଆଯାଇଥିବା କୌଣସି ନମ୍ବର୍‌ରେ କଲ୍‌ କରନ୍ତୁ ନାହିଁ କିମ୍ବା କୌଣସି ଲିଙ୍କ୍‌ରେ କ୍ଲିକ୍‌…

ଟ୍ରେନ୍‌ ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଟ୍ରେନ୍‌ରେ ଯାତ୍ରୀଙ୍କଠାରୁ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗ୍‌କୁ ଜିଆର୍‌ପି ଓ ଆର୍‌ପିଏଫ୍‌ର ମିଳିତ ଟିମ୍‌ ଶୁକ୍ରବାର ବୁଦ୍ଧନଗର ମୋଚିସାହି ଅଞ୍ଚଳରୁ ଧରିଛି। ରେଲଓ୍ବେ ଟ୍ରାକ୍‌ ନିକଟ ପୋଲ ତଳେ ଲୁଟ୍‌ ଯୋଜନା ଚାଲିଥିବାବେଳେ ସେଠାରେ ଚଢ଼ାଉ କରି ପୋଲିସ ୬ଜଣଙ୍କୁ…

ଆମ୍ବୁଲାନ୍ସରେ ଲାଗିଲା ଜିପିଏସ୍‌

ଭୁବନେଶ୍ୱର,୧୫ା୫(ବ୍ୟୁରୋ): କରୋନା ସଂକ୍ରମିତଙ୍କୁ ଯଥାଶୀଘ୍ର କୋଭିଡ୍‌ କେୟାର ହସ୍ପିଟାଲ(ସିଏଚ୍‌ସି) ଓ କୋଭିଡ୍‌ କେୟାର ସେଣ୍ଟର(ସିସିସି)କୁ ପଠାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ଏକ ପଦକ୍ଷେପ ହାତକୁ ନେଇଛି। ଏବେ କୋଭିଡ୍‌ ସଂକ୍ରମିତଙ୍କୁ ହସ୍ପିଟାଲ ପଠାଇବା ପାଇଁ ୬୪ଟି ଆମ୍ବୁଲାନ୍ସ…

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଅଗ୍ନିଶମ ଡିଜି ଏମ୍‌ ଅକ୍ଷୟ ଶୁକ୍ରବାର କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଥିବା ସମସ୍ତ କୋଭିଡ଼ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ବିଭାଗର ଅନ୍ୟ ଅଧିକାରୀଙ୍କ ସହ ବିଭିନ୍ନ ହସ୍ପିଟାଲକୁ ଯାଇ ନିୟୋଜିତ ଅଗ୍ନିଶମ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲରେ…

ରୋଷେଇବେଳେ ଗ୍ୟାସ୍‌ ଲିକ୍‌, ପୋଡ଼ିଗଲେ ୮

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ପାତ୍ରପଡ଼ା ଅଞ୍ଚଳରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯିବାରୁ ୪ ପରିବାରର ୮ଜଣ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ମହିଳା ରହିଛନ୍ତି। ଆହତମାନେ ହେଲେ ପବିତ୍ର ସ୍ବାଇଁ, ପ୍ଲାବନ…

ମାସ୍କର ଠିକ୍‌ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍‌ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଶୁକ୍ରବାର କଟକ ଏସ୍‌ସିବି ମେଡିକାଲର ପ୍ରଫେସର…

୮୪ଦିନ ପୂର୍ବରୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ମନା

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟିକା କୋଭିଶିଲ୍ଡର ଦୁଇଟି ଡୋଜ୍‌ ମଧ୍ୟରେ ଥିବା ବ୍ୟବଧାନ ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଏ ନେଇ ସାନି ଗାଇଡ୍‌ଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

ଭାକ୍ସିନ ପାଇଁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କଲା ରାଜ୍ୟ

ଭୁବନେଶ୍ୱର,୧୫ା୫ (ବ୍ୟୁରୋ): କୋଭିଡ୍‌ ଟିକା କିଣିବା ପାଇଁ ଓଡ଼ିଶା ସରକାର ଶୁକ୍ରବାର ଗ୍ଲୋବାଲ ଟେଣ୍ଡର ଆହ୍ବାନ କରିଛନ୍ତି। ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେଶନ ଲିଃ (ଓଏସ୍‌ଏମ୍‌ସିଏଲ୍‌) ପକ୍ଷରୁ ଏନେଇ ଇ-ଟେଣ୍ଡର ପୋର୍ଟାଲ (https://tendersodisha.gov.in) ଜରିଆରେ ଯୋଗ୍ୟ ବିଡର୍‌ଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।…

ପିଲାଙ୍କ ପ୍ରତି ବଢ଼ିବ ରିସ୍କ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ଶକ୍ତିଶାଳୀ ରହିଛି। ଏହି ଲହରରେ ଏବେ ଯୁବପିଢ଼ି ଓ ଶିଶୁ ବହୁ ଆକ୍ରାନ୍ତ ହେଉଛନ୍ତି। ଏଯାବତ୍‌ ୨୯,୪୧୩ ପିଲା ଆକ୍ରାନ୍ତ ହୋଇସାରିଲେଣି। ତେବେ ବୟସ୍କଙ୍କ ତୁଳନାରେ ପିଲାମାନେ କମ୍‌ ଗୁରୁତର ହେଉଛନ୍ତି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?