ରାତି ପାହିଲେ ଆସିବ ସୁଭଦ୍ରାର ୩ୟ କିସ୍ତି: ଏହି ସମୟରେ ଆସିବ ଟଙ୍କା
ଭୁବନେଶ୍ୱର,୮।୮: ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ…
ବଢ଼ୁଥିବା ଅପରାଧ ନେଇ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ବର୍ଷକର ତଥ୍ୟ ଧରି ଆସିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ…
ଭୂବନେଶ୍ୱର,୮।୮: ଓଡ଼ିଶାରେ ଦିନକୁ ଦିନ ବଢ଼ୁଥିବା ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଜରୁରୀ କାଳୀନ ବୈଠକ ଡାକିଛନ୍ତି। ଶୁକ୍ରବାର ଅପରାହ୍ଣ ୩ଟାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ଗୃହ ସଚିବ, ଡିଜିପି,…
ଟ୍ରମ୍ପଙ୍କ ଟାରିଫ୍ ବୃଦ୍ଧି: ଓଡ଼ିଶାର ଚିଙ୍ଗୁଡ଼ି ରପ୍ତାନି ୭୦% ହ୍ରାସ ଆଶଙ୍କା
ଭୁବନେଶ୍ୱର,୮।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତୀୟ ଆମଦାନୀ ଉପରେ ୫୦ ପ୍ରତିଶତ ଶୁଳ୍କ ଘୋଷଣା ଓଡ଼ିଶାର ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନି ଉପରେ ଗଭୀର ପ୍ରଭାବ ପକାଇବ। ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ସାମୁଦ୍ରିକ ଖାଦ୍ୟ ରପ୍ତାନିକାରୀ ରାଜ୍ୟ…
ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା
ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଏବଂ ଓଡ଼ିଶା ପୌର ନିଗମ ଆଇନ, ୨୦୦୩ର ଧାରା ୫୬୨ ଅନୁସାରେ…
ପୋଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ନିଯୁକ୍ତି: ବୟସସୀମା ୪ ବର୍ଷ କୋହଳ
କଟକ,୮।୮: ଓଡ଼ିଶା ପୋଲିସ ମୋଟର ଟ୍ରାନ୍ସପୋର୍ଟ (ପିଏମ୍ଟି) ବିଭାଗରେ ଡ୍ରାଇଭର ନିଯୁକ୍ତି ପାଇଁ ଆଶାୟୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାର ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ସମ୍ପର୍କରେ ଆଡଭୋକେଟ୍…
ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରାଖୀ ପ୍ରସ୍ତୁତି
ପୁରୀ,୮।୮(ଅଜିତ୍ କୁମାର ମହାନ୍ତି): ରକ୍ଷାବନ୍ଧନ ଭାଇ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନର ପର୍ବକୁ ଦର୍ଶାଇଥାଏ। ଏହି ପବିତ୍ର ବନ୍ଧନର ଝଲକ ଶ୍ରୀମନ୍ଦିରରେ ତଥା ଶ୍ରୀଜଗନ୍ନାଥ ସଂସ୍କୃତିରେ ମଧ୍ୟ ଦେଖିବାକୁ ମିଳିଥାଏ। ପବିତ୍ର ରକ୍ଷାବନ୍ଧନ ପର୍ବ ଶ୍ରାବଣ ମାସର…
ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କଲେ ଡେଲିଭରି ବୟ, ଜାଣନ୍ତୁ କ’ଣ ପାଇଁ…
ଭୁବନେଶ୍ବର: ଭରତପୁର ଥାନା ଶାମପୁର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କୁ ଫୁଡ ଡେଲିଭରି ବୟ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫୁଡ ଡେଲିଭରି ଦେବାରେ ବିଳମ୍ବ ହେବାରୁ ପ୍ରଥମେ ମହିଳା ଏବଂ ଫୁଡ…
ଖୁବଶୀଘ୍ର ପୂରଣ ହେବ ୨୨,୮୯୬ ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୭ା୮: ଓଡ଼ିଶା ସରକାର ୧୦ଟି ବିଭାଗରେ ଖାଲି ପଡ଼ିଥିବା ଗ୍ରୁପ୍ ‘ସି’ ଶ୍ରେଣୀର ୨୨,୮୯୬ଟି ପଦବୀ ଖୁବଶୀଘ୍ର ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ସଚିବ ଏହି ନିଯୁକ୍ତି ପ୍ରକ୍ରିୟା ୨୦୨୫ ଅଗଷ୍ଟ ୩୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ
ଭୁବନେଶ୍ୱର,୭ା୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍ର ଧକ୍ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ…
ବିଜେଡିର ବଡ଼ ଘୋଷଣା, ଆଜି ପୁରୀ ବନ୍ଦ
ପୁରୀ,୭ା୮: ଆଜି ୬ଘଂଟା ପୁରୀ ବନ୍ଦ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ୬ଘଂଟିଆ ବନ୍ଦ ପାଳନ କରିବ ବିଜୁ ଜନତା ଦଳ । ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବନ୍ଦ ଡ଼ାକରା ଦେଇଛି ବିଜେଡି । ବିଜେଡି…
ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ
ଭୁବନେଶ୍ୱର,୭ା୮: ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ବିଭୂତି ଭୂଷଣ…
ଗଳାବାଟ ଦେଇ ଭକ୍ତଙ୍କୁ ଛାଡ଼ିବା ନେଇ ଅଭିଯୋଗ: କମଚାରୀଙ୍କୁ ନିଲମ୍ବନ ନିର୍ଦ୍ଦେଶ
ପୁରୀ,୭ା୮(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ଚାରିଦ୍ୱାର ଓ କିଛି ଗଳାବାଟରେ ନିୟୋଜିତ ଥିବା ସୁରକ୍ଷାକର୍ମୀ ଭକ୍ତଙ୍କ ଠାରୁ ଟଙ୍କା ନେଇ ଛାଡୁଥିବା ନେଇ ଅଭିଯୋଗ ହୋଇଆସୁଛି। ବିଭିନ୍ନ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
Archives


