ମେଟ୍ରୋ

୪ ଦିନ ହେଲା ବଢୁଛି ତେଲ ଦର: ପେଟ୍ରୋଲ ୭,ଡିଜେଲ ୨୦ ପଇସା

ଭୁବନେଶ୍ୱର,୨୪।୧୧: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢିବା...

ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ...

୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର...

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ...

ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ...

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ରାଜ୍ୟରେ ପୁଣି ୬୬୮ ପଜିଟିଭ୍‌ ଚିହ୍ନଟ, ନୂଆପଡାରୁ ସର୍ବାଧିକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲଙ୍କ ସହଧର୍ମିଣୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ବିଧାନସଭାରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏକ ଶୋକ ପ୍ରସ୍ତାବ...

୮ଲକ୍ଷ ୯୬ହଜାର ପଞ୍ଜୀକୃତ ବେକାରି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢୁଛି। ଦକ୍ଷତା ବିକାଶ ମାଧ୍ୟମରେ ସରକାର ଯେତେ ପ୍ରଚେଷ୍ଟା କଲେ ବି ଓଡ଼ିଶାରୁ ବେକାରି ସମସ୍ୟା ଦୂର ହେଉନି। ୨୦୨୦ ଅକ୍ଟୋବର ୩୧ ସୁଦ୍ଧା ରାଜ୍ୟରେ ୮ଲକ୍ଷ ୯୬ହଜାର ୮୩୮ଜଣ ବେକାରି ଅଛନ୍ତି।...

ନକଲି ଗୁଟ୍‌ଖା କାରଖାନାରେ ଚଢ଼ାଉ

ଭୁବନେଶ୍ୱର(ବ୍ୟୁରୋ)/ କଟକ (ଟାଙ୍ଗୀ) ୨୩ା୧୧ (ଡି.ଏନ.ଏ.):ଖଣ୍ଡଗିରି ଥାନା ଅଞ୍ଚଳରେ ଏକ ବ୍ୟାଗ୍‌ରୁ ୩୦ଲକ୍ଷ ଟଙ୍କା ମିଳିବା ଘଟଣା ନୂଆ ମୋଡ଼ ନେଇଛି। ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ଜବତ ହୋଇଥିବା ଟଙ୍କାର ଗୁମର ଫିଟାଇଛି ପୋଲିସ। ନକଲି...

ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ମୁଖ୍ୟତଃ ହେଲ୍‌ମେଟ ଚେକିଂ ପ୍ରକ୍ରିୟା ଏବଂ ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri