ଝଲସିବ କଳିଙ୍ଗ ଷ୍ଟୁଡିଓ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍ ଅଫ୍ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ମୁଖ୍ୟ…
ଅପରାଜିତା ବୋକା ବନାଇବାକୁ ଚେଷ୍ଟା ନ କରନ୍ତୁ: ମାନସ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ସପକ୍ଷରେ ଭାଜପାର କେତେଜଣ ବରିଷ୍ଠ ନେତା ମତ ଦେଇ ଆସୁଥିବା ବେଳେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗକୁ ବିଜେଡି ଜବାବ୍…
ଆଜିଠାରୁ ବିଧାନସଭା: ୨୨ରେ ବଜେଟ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ।…
ସମଲେଇ ମନ୍ଦିର ପାଇଁ ୨୦୦କୋଟି
ଭୁବନେଶ୍ୱର,୧୮।୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଏକ ବୃହତ୍ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ବୁଧବାର…
ମଦଭାଟିରେ ଚାଲିଥିଲା ବ୍ରାଉନ୍ସୁଗାର ବେପାର: ମହିଳାଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ମଞ୍ଚେଶ୍ୱର ପଳାଶୁଣିରେ ଥିବା ମଦଭାଟିରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଠାରୁ ୧୮୫ ଗ୍ରାମ ବ୍ରାଉନ୍ସୁଗାର ସହ ୧୧ହଜାର ଟଙ୍କା ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରାଯାଇଛି। ତେବେ ମହିଳାଙ୍କ ଜରିଆରେ…
କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା
ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ମାମଲାର ଶୁଣାଣି ଅଛି।…
ଆଜି ବିଧାୟକ ଦଳ ବୈଠକ
ଭୁବନେଶ୍ୱର, ୧୭ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହେବା ନେଇ ବିଧାନସଭା ସଚିବ ଦାଶରଥି ଶତପଥୀ ସୂଚନା ଦେଇଛନ୍ତି। ଅନ୍ୟପଟେ…
‘ଶକ୍ତି କ୍ଷେତ୍ରରେ ସନ୍ତୁଳନ ପାଇଁ ମଡେଲ ତିଆରି ଚାଲିଛି’
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଶକ୍ତି କ୍ଷେତ୍ରରେ ଉପଲବ୍ଧି ଏବଂ ଦରରେ ସନ୍ତୁଳନ ଆଣିବା ଲାଗି ଭାରତ ଊର୍ଜା ନ୍ୟାୟର ଏକ ବିଶ୍ୱସ୍ତରୀୟ ମଡେଲ ତିଆରି କରୁଛି। ସବୁଜ ଶକ୍ତି ରୂପାନ୍ତର ପାଇଁ ଋଣନୀତି ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମଙ୍ଗଳବାର ଡିଜିଟାଲ…
ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି
ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ୧୭ରୁ ୨୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର…
ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪,୮୦୦ କୋଟି ଟଙ୍କାର ବିଭିନ୍ନ…
ବରଯାତ୍ରୀ ନେଇ ଯାଉଥିଲା ବେଳେ ଓଲଟିଲା ମିନିଟ୍ରକ୍: ୨ ମୃତ, ୨୦ ଆହତ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଗଜପତି ଜିଲା ଆର. ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ମିନିଟ୍ରକ୍ ଓଲଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଜନଥ ଦଳବେହେରା…
ବସନ୍ତ ପଞ୍ଚମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ ତଥା ମା’ ସରସ୍ବତୀଙ୍କ ପୂଜା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀବ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ପବିତ୍ର ବସନ୍ତ ପଞ୍ଚମୀ ତଥା ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କ ପୂଜା ଅବସରରେ ସମସ୍ତଙ୍କୁ…
Archives


