ମେଟ୍ରୋ

୧୬ ଜିଲାରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବ୍‌

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ରାଜ୍ୟର ୧୬ ଜିଲାରେ ଆର୍‌ଟି-ପିସିଆର୍‌ କୋଭିଡ୍‌-୧୯ ଟେଷ୍ଟିଂ ଲାବରେଟୋରି ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଭଦ୍ରକ, ବୌଦ୍ଧ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର,…

ଓଡ଼ିଶାରେ ୨୪.୪% ସଂକ୍ରମଣ: କେନ୍ଦ୍ର

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ର ପଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। କିନ୍ତୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, କର୍ନାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା ଭଳି…

ରାଜ୍ୟରେ ୭ ଅକ୍ସିଜେନ ପ୍ଲାଣ୍ଟ କରିବ ଡିଆର୍‌ଡିଓ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ଓଡ଼ିଶାରେ ୭ଟି ଅକ୍ସିଜେନ ପ୍ଲାଣ୍ଟ ହେବ। ଏସବୁ ପ୍ଲାଣ୍ଟ ପ୍ରତିରକ୍ଷା ଗବେଷଣା ବିକାଶ ପ୍ରତିଷ୍ଠାନ(ଡିଆର୍‌ଡିଓ) କରିବ। ବୌଦ୍ଧ, କଟକ, ଭଦ୍ରକ, ଗଜପତି, ଝାରସୁଗୁଡ଼ା, ନୟାଗଡ଼ ଓ କୋରାପୁଟରେ ଏହି ଅକ୍ସିଜେନ ପ୍ଲାଣ୍ଟ ହେବ। ସମସ୍ତ ପ୍ଲାଣ୍ଟ ନିର୍ମାଣ ପାଇଁ ଜାଗା…

ତାଲିମ ପଇସାରେ ବିଦେଶ ଗସ୍ତ

ଭୁବନେଶ୍ୱର,୧୨ା୫(ଅନିଲ ଦାସ):ଗଁାଗଣ୍ଡାରେ ରହୁଥିବା ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ଯାଉଛନ୍ତି। ଆଉ ଅନେକେ ଘରେ ବସି ରହୁଛନ୍ତି। ସେହି ଯୁବତୀଯୁବକଙ୍କ ହାତକୁ କାମ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ…

ଘରୋଇ ହସ୍ପିଟାଲକୁ ସରକାରଙ୍କ ଚେତାବନୀ: ହତାଦର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଘରୋଇ ହସ୍ପିଟାଲ କୋଭିଡ୍‌-୧୯ ରୋଗୀମାନଙ୍କୁ କିପରି ବ୍ୟବହାର କରୁଛନ୍ତି। ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଗାଇଡ୍‌ଲାଇନକୁ ମାନିବାକୁ ସେମାନେ ବାଧ୍ୟ। ଯଦି କୌଣସି କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହେଉଛି କିମ୍ବା ରୋଗୀଙ୍କ ଠାରୁ ନିର୍ଦ୍ଧାରିତ ଫି’ଠାରୁ ଅଧିକ ନେଉଛନ୍ତି ତେବେ ସମ୍ପୃକ୍ତ…

ତଳେ ଚାହିଁ ବସିଛି ମୃତ୍ୟୁ: ସରୁଡାଳରେ ଲଟକିଛି ଜୀବନ ଭିଡିଓ ଭାଇରଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବାଘଗୁଡିଙ୍କୁ ପାଣିରେ ଖେଳୁଥିବା ଦେଖିବାକୁ ମିଳୁଛି। ପାଣି ଉପରେ ଗଛ…

ଲକ୍‌ଡାଉନ୍‌ ସତ୍ତ୍ୱେ ନିୟନ୍ତ୍ରଣକୁ ଆସୁନି କରୋନା: ଆଜି ଭୁବନେଶ୍ୱରରେ ଚିହ୍ନଟ ହେଲେ ୧୧୯୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜଧାନୀରେ ଲକ୍‌ଡାଉନ୍‌ ସତ୍ତ୍ୱେ କମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୧୯୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୧୦,୬୮୯କୁ ବୃଦ୍ଧି…

୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ୨୦ କୋଟି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ମଙ୍ଗଳବାର ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ ଜିଲାରେ ଲ୍ୟାବ୍‌ ପାଇଁ ୨୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର,…

ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର,୧୧।୫(ବ୍ୟୁରୋ): କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ରାଜ୍ୟରେ ଝଡ଼ବର୍ଷା: ବଜ୍ରାଘାତରେ ୨ ଜୀବନଗଲା, ୨ ଗୁରୁତର

ଭୁବନେଶ୍ୱର,୧୧।୫(ବ୍ୟୁରୋ) ରାଜ୍ୟର ଅନେକ ସ୍ଥାନରେ ମଙ୍ଗଳବାର ବର୍ଷା ସହିତ ପବନ ହୋଇଛି। ଏହା ସହ ବିଜୁଳି ଓ ଘଡ଼ିଘଡ଼ି ମାରିବାରୁ ଏଥିରେ ୨ଟି ଭିନ୍ନ ଭିନ୍ନ ସ୍ଥାନରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ବଲାଙ୍ଗୀର ଜିଲା…

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱର, କଟକଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ସକାଳୁ ପ୍ରବଳ ଭିଡ଼…

ଭାସ୍କର୍ଯ୍ୟ ଶିଳ୍ପୀ ଜଗତର ପିତାମହ ଥିଲେ ରଘୁନାଥ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ରଘୁନାଥଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା। ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?