ମେଟ୍ରୋ

ଗୁରୁତର ରୋଗୀଙ୍କୁ ଟୋସିଲିଜୁମାବ ଇଞ୍ଜେକ୍‌ଶନ

ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ନୂଆ ଟୋସିଲିଜୁମାବ୍‌ ଇଞ୍ଜେକ୍ସନ ଓ ଅନୁମୋଦିତ ଅନ୍ୟ ଔଷଧ ବ୍ୟବହାର ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଭେଣ୍ଟିଲେଟରରେ ଥିବା ତଥା ଗୁରୁତର ଆକ୍ରାନ୍ତ ରୋଗୀଙ୍କ କ୍ଷେତ୍ରରେ ଟୋସିଲିଜୁମାବ ଇଞ୍ଜେକ୍ସନ…

ଗରିବଙ୍କୁ ଶସ୍ତାରେ ଚିକିତ୍ସା ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବରଗଡ଼ ଜିଲାର ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ…

ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ

ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି। ଏମ୍‌ସ୍‌ ନିର୍ଦ୍ଦେଶିକା ଗୀତାଞ୍ଜଳି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏକ ୪ଜଣିଆ ଡାକ୍ତରୀ ଟିମ୍‌ ପ୍ରଦୀପ୍ତଙ୍କ…

୪ ଦିନରେ ପେଟ୍ରୋଲ ୮୪ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୫: ଦ୍ରୁତ ସଂକ୍ରାମକ ସାଜିଥିବା କରୋନାର ୨ୟ ଲହର ସହ ଦେଶ ସଂଗ୍ରାମ ଚଳାଇଥିବା ବେଳେ ତୈଳ ଦର ଲଗାତର ବୃଦ୍ଧି ଘଟିଚାଲିଛି। ଗତ ୪ ଦିନ ମଧ୍ୟରେ ପେଟ୍ରୋଲ ୮୪ ପଇସା ଏବଂ ଡିଜେଲ ୧୦୫ ପଇସା ବଢିଛି। ଚଳିତ…

ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହୋଇଛି। ନବମ ଓ ଦଶମ ଶ୍ରେଣୀର…

ଆବଶ୍ୟକତାକୁ ଦେଖି ବ୍ୟଗ୍ର

ଭୁବନେଶ୍ୱର,୮।୫(ବ୍ୟୁରୋ) ରାଜ୍ୟ ସରକାର ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଏକ ଟିକା ଉତ୍ପାଦନ ୟୁନିଟ ସ୍ଥାପନ କରିବାକୁ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିମିଟେଡ(ବିବିଆଇଏଲ୍‌) ସହ ୭ ବର୍ଷ ତଳେ ବୁଝାମଣାପତ୍ର(ଏମ୍‌ଓୟୁ)ସ୍ବାକ୍ଷର କରିଥିଲେ। ତେବେ ଉକ୍ତ କମ୍ପାନୀ ଓଡ଼ିଶା ୟୁନିଟକୁ ସେତେଟା ଗୁରୁତ୍ୱ ଦେଇ…

ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି। ଏହି ୨୧ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ସୁନ୍ଦରଗଡ଼ ଆଗରେ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫,୧୯୪ ଜଣ ଲୋକାଲ କେସ୍‌ ଥିବା…

ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ ତାହା…

ବିରୋଧୀ ଦଳ ନେତା ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୭।୫: କରୋନା ସଂକ୍ରମିତ ହୋଇ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଭାଜପା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଶୁକ୍ରବାର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪ ଜଣିଆ…

ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ ଦୁଗ୍ଧ…

ଭୁବନେଶ୍ୱରେ ପହଞ୍ଚିଲା ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?